ଦିଲ୍ଲୀ ବିସ୍ଫୋରଣ ଘଟଣାରେ ୧୨ ଅଟକ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ୧୨ ସନ୍ଦିଗ୍ଧ ଅଟକ । ଏକାଧିକ ତଦନ୍ତକାରୀ ସଂସ୍ଥା ଦ୍ଵାରା ଚାଲିଛି ଜେରା । ଦିଲ୍ଲୀ ଲାଲକିଲା ନିକଟରେ କାର୍ ବିସ୍ଫୋରଣ ଘଟଣାରେ ୧୨ ଜଣ ସନ୍ଦିଗ୍ଧଙ୍କୁ ଅଟକ ରଖିଛି ତଦନ୍ତ ଦଳ । ସନ୍ଦିଗ୍ଧକୁ ସମସ୍ତ ତଦନ୍ତକାରୀ ଦଳ ଜେରା କରୁଥିବା ସୂଚନା ରହିଛି । ଆଜି ସକାଳେ ଜାତୀୟ ତଦନ୍ତକାରୀ ସଂସ୍ଥା ଏନ୍ଆଇଏ କୁ ମଧ୍ୟ ଘଟଣାର ତଦନ୍ତ ଦାୟୀତ୍ଵ ଦିଆଯାଇଛି । ଦିଲ୍ଲୀ ଲାଲକିଲ୍ଲା ନିକଟରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ଏବଂ ଅନେକ ଆହତ ହୋଇଛନ୍ତି । ଘଟଣା ପରେ ଦିଲ୍ଲୀ ସମେତ ଦେଶର ଅନେକ ସମ୍ବେଦନଶୀଳ ସ୍ଥାନ ହାଇ ଆଲର୍ଟରେ ରହିଛି । ଦିଲ୍ଲୀ ସୀମାରେ ସୁରକ୍ଷା ଯାଞ୍ଚ ଏବଂ ସହରର ପ୍ରମୁଖ ସ୍ଥାନରେ ଯାନବାହାନର ବ୍ୟାପକ ଯାଞ୍ଚ ଚାଲିଛି ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ