ଦିଲ୍ଲୀ ଯିବେ ନବୀନ

ଭୁବନେଶ୍ଵର:ଭାଇଙ୍କ ପାଇଁ ଦିଲ୍ଲୀ ଯିବେ ନବୀନ । ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କର ହେଲା ହାର୍ଟ ସର୍ଜରୀ । ଦିଲ୍ଲୀ ଯିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆସନ୍ତା ଏପ୍ରିଲ ୧୦ ତାରିଖରେ ନୂଆଦିଲ୍ଲୀ ଗସ୍ତ କରିବେ । ତାଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କର ଗତକାଲି ଏକ ବଡ଼ ହାର୍ଟ ସର୍ଜରୀ ହୋଇଛି । ଏହି ସମୟରେ ଭାଇଙ୍କ ପାଖରେ ରହିବା ପାଇଁ ନବୀନ ଦିଲ୍ଲୀ ଯିବେ ।

  • Related Posts

    ବିଜେଡି ଛିଡୁଛି, ବିଜେପି ବଢ଼ୁଛି

    ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ବିଜେଡି ଗଡ଼ ଭୁଶୁଡି ଚାଲିଛି । କେତେବେଳେ ନେତା ଦଳ ଛାଡୁଛନ୍ତି ତ ଆଉ କେତେବେଳେ ନେତାଙ୍କୁ ଦଳ ବାହାର ରାସ୍ତା ଦେଖାଉଛନ୍ତି । ପରବର୍ତ୍ତି ସମୟରେ ସେହି ନେତାମାନେ ବିଜେପିରେ ମିଶୁଛନ୍ତି । ଯାହାଫଳରେ ଗୋଟିଏ…

    Continue reading
    ତେଜିବ ବିଜୁ ଲିଗାସୀ ରାଜନୀତି

    ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାଁକୁ ନେଇ ରାଜ୍ୟ ରାଜନୀତିରେ ଆଉ ଏକ ନୂଆ ସମୀକରଣ ପ୍ରସ୍ତୁତି ଚାଲିଛି । ଆସନ୍ତା ୧୭ ତାରିଖ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ । ଏହି ଅବସରରେ ସାମ୍ନାକୁ ଆସିବ ରାଜ୍ୟ ରାଜନୀତିର ନୂଆ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ