ଦୀପାବଳିରେ ଘର ଉପରକୁ ବୋମା କଲେ ଦୁର୍ବୃତ୍ତ

ଦିଗପହଣ୍ଡି: ଦିଗପହଣ୍ଡିରେ ପୁଣି ଫୁଟିଲା ବୋମା । ଦୀପାବଳିରେ ଘର ଉପରକୁ ବୋମା କଲେ ଦୁର୍ବୃତ୍ତ । ଲଗାତାର ପୋଲିସକୁ ଚାଲେଞ୍ଜ କରି ଫୁଟୁଛି ହାତ ତିଆରି ବୋମା । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍‌ରେ ଏଭଳି ଘଟଣା ଘଟିଛି ।
ସୂଚନା ମୁତାବକ, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଏବେ ଅଶାନ୍ତ । ଦିଗପହଣ୍ଡି  କେନାଳ ସାହିରେ ବିଳମ୍ବିତ ରାତିରେ ଦୃର୍ବୁତ୍ତ ମାନେ ରାଜେନ୍ଦ୍ର ସେଠୀ ଙ୍କ ଘର ଉପରକୁ ବୋମା ମାଡ଼ କରିଥିବା ଅଭିଯୋଗ ଆଣିଛନ୍ତି ପାରିବାରଲୋକେ । ଏହି ବୋମା ମାଡ଼ର କାରଣ ଅସ୍ପଷ୍ଟ ରହିଥିବା ବେଳେ ହାତ ତିଆରି ବୋମା ପୋଲିସର ମୁଣ୍ଡ ବିନ୍ଧାର କାରଣ ପାଲଟିଛି ।  ୫ ଦିନ ତଳେ ଦିଗପହଣ୍ଡି ର ୩ଟି ସ୍ଥାନରେ ୫ଟି ବୋମା ଫୁଟିଥିବା ବେଳେ ଶୁକ୍ରବାର ପୁଣି ବୋମା ଫୁଟିବା ଘଟଣା ଅଞ୍ଚଳବାସୀଙ୍କ ମନରେ ଭୟର ବାତାବରଣ ସୃଷ୍ଟି କରିଛି ।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ