ଦୁଇ ବର୍ଷର କାମର ଆଜିଠାରୁ ହେବ ହିସାବ:ମନ୍ତ୍ରୀ ଦେବେ ରିପୋର୍ଟ କାର୍ଡ

ଭୁବନେଶ୍ୱର:ଦୁଇ ବର୍ଷର କାମର ଆଜିଠାରୁ ହେବ ହିସାବ। ମନ୍ତ୍ରୀ ଦେବେ ରିପୋର୍ଟ କାର୍ଡ। ଦୁଇବର୍ଷରେ ନିଜ ବିଭାଗ ପାଇଥିବା ସଫଳତା, ଅଟକି ରହିଥିବା ପ୍ରକଳ୍ପ, ଆଉ ନୂଆ ଯୋଜନା ସଂପର୍କରେ ଦେବେ ହିସାବ। ଆସନ୍ତା ୧୨ ତାରିଖରେ ମୋହନ ସରକାରକୁ ଦୁଇ ବର୍ଷ ପୁରିବାକୁ ଯାଉଛି। ତାପୂର୍ବରୁ ଆଜିଠାରୁ ଆସନ୍ତା ୯ ତାରିଖ ଭିତରେ ପ୍ରତି ବିଭାଗର କାର୍ୟ୍ୟଦକ୍ଷତାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ।
ସେଥିପାଇଁ ମନ୍ତ୍ରୀମାନଙ୍କୁ ରିପୋର୍ଟ କାର୍ଡ ମଗାଯାଇଛି। ଆଜି ପ୍ରଥମ ଦିନରେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓଙ୍କ ଅଧିନରେ ଆସୁଥିବା ବିଭାଗଗୁଡ଼ିକର ସମୀକ୍ଷା ହେବ। ଜୁନ ୧୨ରୁ ୨୨ ତାରିଖ ପର୍ୟ୍ୟନ୍ତ ସରକାରଙ୍କ ସଫଳତାକୁ ନେଇ ପ୍ରତି ଜିଲ୍ଲାକୁ ଯିବେ ସରକାର। ଦୁଇବର୍ଷ ପୂର୍ତ୍ତି ଅବସରରେ ଅନେକ ନୂଆ ଯୋଜନା ଓ ପ୍ରକଳ୍ପ ଭେଟିଦେବେ।

  • Related Posts

    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading
    ‘ମହାପ୍ରଭୁ ଜଗନ୍ନାଥ’ ଫିଲ୍ମ ମାମଲାର ଆଜି ଶୁଣାଣି

    ଆଜି ହାଇକୋର୍ଟରେ ‘ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଫିଲ୍ମ ମାମଲାର ଶୁଣାଣି ହେବ। ଏହା ପୂର୍ବରୁ ଗତକାଲି ରାଜ୍ୟ ଅତିଥି ଭବନରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ଆଇନ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଏଜି ପୀତାମ୍ବର ଆଚାର୍ଯ୍ୟ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ