ଦୁର୍ଘଟଣାରେ ଦୁଇ ବୁଲେଟ୍‌ ଆରୋହୀ ମୃତ

ବୌଦ୍ଧ: ବୁଲେଟ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ଦୁଇ ବୁଲେଟ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି । ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ଗଜରାଜପୁର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ୫୭ ନମ୍ବର ଜାତୀୟ ରାଜପଥ ବାଉଁଶୁଣି ଥାନା ଗଜରାଜପୁର ନିକଟରେ ଦୁର୍ଘଟଣା । ବୁଲେଟ୍‌କୁ ଧକ୍କା ଦେଲା ‘ରଘୁନାଥ’ ନାମକ ଯାତ୍ରୀବାହୀ ବସ୍ । ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ଦୁଇ ବୁଲେଟ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଦୁଇ ଜଣ ସମ୍ପର୍କରେ ମାମୁଁ ଓ ଭଣଜା ହୋଇଥିବା ସୂଚନା ମିଳିଛି । ତେବେ ବସ୍‌ରେ ଥିବା ସମସ୍ତ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଯାତ୍ରୀବାହୀ ବସ୍‌ଟି ଭୁବନେଶ୍ୱରରୁ ଉମରକୋଟ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛନ୍ତି ।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ