ଦୁର୍ନୀତି: ୫ ବର୍ଷରେ ୧୫୯ ବାବୁ ବିଦା

ଭୁବନେଶ୍ୱର: ଦୁର୍ନୀତି ଓ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ ବର୍ଷରେ ୧୫୯ଜଣ ବାବୁ ବିଦା ହୋଇଛନ୍ତି । ସୋମବାର ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ।
ମୁଖ୍ୟମନ୍ତ୍ରୀଙ୍କ ତଥ୍ୟ ଅନୁଯାୟୀ ୧୨୦ ଅଫିସର ଓ କର୍ମଚାରୀଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି । ୩୯ ଜଣ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ୫୯କୋଟି ୪୭ ଲକ୍ଷ ୮୪ ହଜାର ୯୮୧ ଟଙ୍କା ଜବତ ହୋଇଛି । ୧୦୫୩ଟି ମାମଲାରେ ଅଭିଯୁକ୍ତ ଦୋଷମୁକ୍ତ ହୋଇଥିବାବେଳେ ୯୩୯ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଗୃହରେ ଉତ୍ତର ରଖିଛନ୍ତି ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ