ଦେବଗଡ଼ର ପ୍ରସିଦ୍ଧ ଗଣେଶ ପୂଜା ପ୍ରସ୍ତୁତି ଜୋରଦାର

ଦେବଗଡ଼:ଆଉ ୨ଦିନ ପରେ ଅର୍ଥାତ ୧୪ ତାରିଖ ଦିନ ଦେବଗଡ଼ର ପ୍ରସିଦ୍ଧ ଗଣପର୍ବ ଗଣେଶ ପୂଜା ଆରମ୍ଭ ହେବ।ଚଳିତ ବର୍ଷ ଜିଲ୍ଲାର ଗଣପର୍ବ ଗଣେଶପୂଜା ପାଇଁ ସହର ଚଳଚଂଚଳ ହୋଇପଡିବାବେଳେ ସହ ଆଲୋକମାଳାରେ ସୁସଜ୍ଜିତ ହେଲାଣି। ସେଥିପାଇଁ ଚଳିତ ବର୍ଷ ଆୟୋଜକ ଜିଲ୍ଲା ବ୍ୟବସାୟୀ ସଂଘ ପକ୍ଷରୁ ପ୍ରସ୍ତୁତି ଜୋରଦାର ଆରମ୍ଭ କରାଯାଇଛି।ବାମଣ୍ଡାଗଡଜାତ ତଥା ବର୍ତ୍ତମାନ ଦେବଗଡ ଜିଲ୍ଲାରେ ଆୟୋଜିତ ହୋଇଆସୁଛି ଗଣେଶ ପୂଜା।ଜାତି,ଧର୍ମ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏକତାର ସୁତ୍ରରେ ବାନ୍ଧି ହୋଇ ପାଳି ଆସୁଛନ୍ତି ଏହି ଗଣେଶ ପୂଜାକୁ। ଚଳିତ ବର୍ଷ ପୂଜାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ମୀନାବଜାର , ଟିକେଟ ସୋ ଫ୍ରି ସୋ ଅପେରା, ପ୍ରତିଦିନ ସନ୍ଧ୍ୟାରେ କୀର୍ତ୍ତନ ଓ ଭଜନ ସନ୍ଧ୍ୟା ସାଙ୍ଗକୁ ମେଲୋଡି ତଥା ବିଭିନ୍ନ କାର୍ଯ୍ୟକ୍ରମର ମଜାଉଠାଇପାରିବେ ଦର୍ଶକ। ଏହାସହିତ ରଙ୍ଗବେରଙ୍ଗ ଆଲୋକମାଳରେ ଝଲସିବ ସହର। ଦେବଗଡ଼ ‌ଗଣେଶ ପୂଜା ଚଳିତ ବର୍ଷ ପୂଜାକୁ ଅଧିକ ଆକର୍ଷଣ କରିବା ପାଇଁ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲି ଥିବା ଆୟ‌ୋଜକ କମିଟୀ ପକ୍ଷରୁ ସୂଚନା ଦିଆଯାଇଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ