ଦୟା ଓ୍ୱେଷ୍ଟ କେନାଲରୁ ଯୁବକଙ୍କ ମୃତଦେହ ଠାବ

ଭୁବନେଶ୍ୱର ୧୧।୦୮ : ଭୁବନେଶ୍ୱର ଦୟା ଓ୍ୱେଷ୍ଟ କେନାଲରୁ ଜଣେ ଯୁବକଙ୍କ ମୃତଦେହ ଠାବ । ମୃତକ ଜ୍ୟୋତି ରଞ୍ଜନ ବେହେରା ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ ଯୁବକଙ୍କ ବାଇକ୍ ପଡ଼ିଥିବା ଦେଖିବାକୁ ମିଳିଛି । ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ହତ୍ୟା ଅଭିଯୋଗ କରିଛନ୍ତି ପରିବାର ଲୋକେ।
ରବିବାର ରାତିରେ ଯୁବକ ଜଣକ ହାଟ ଯାଇଥିଲେ । ପରେ ସୋମବାର ସକାଳୁ ଦୟା ୱେଷ୍ଟ କେନାଲରେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ଏନେଇ ପୁଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ତେବେ ହାଟରୁ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି । ସେପଟେ ମୃତ ଯୁବକଙ୍କ ପରିବାର ଲୋକ ହତ୍ୟା ଅଭିଯୋଗ କରିଛନ୍ତି ।

  • Related Posts

    ପଞ୍ଚାୟତ ଓ ପୌର ନିର୍ବାଚନ : ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ

    ଭୁବନେଶ୍ବର : ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସ୍ବଚ୍ଛ ,ନିରପେକ୍ଷ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟ ନେଇ ଅକ୍ଟୋବର ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ ହେବ। ଏସଆଇଆରରେ ନାଁ କଟିଥିଲେ…

    Continue reading
    ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

    ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି