
ଧର୍ମଶାଳା: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ଇସ୍ତଫା ଦେଇଛନ୍ତି । ଅଧ୍ୟକ୍ଷ ପଦରୁ ପ୍ରଭାତ ବଳବନ୍ତରାୟ ବୁଧବାର ଇସ୍ତଫା ଦେଇଛନ୍ତି । ତେବେ ବ୍ୟକ୍ତିଗତ କାରଣ ଦର୍ଶାଇ ଶ୍ରୀ ବଳବନ୍ତରାୟ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିବା ଜଣାଯାଇଛି ।
ଧର୍ମଶାଳା: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ଇସ୍ତଫା ଦେଇଛନ୍ତି । ଅଧ୍ୟକ୍ଷ ପଦରୁ ପ୍ରଭାତ ବଳବନ୍ତରାୟ ବୁଧବାର ଇସ୍ତଫା ଦେଇଛନ୍ତି । ତେବେ ବ୍ୟକ୍ତିଗତ କାରଣ ଦର୍ଶାଇ ଶ୍ରୀ ବଳବନ୍ତରାୟ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିବା ଜଣାଯାଇଛି ।
ବେଜିଂ,04/09: ରୁଷର କ୍ରେମଲିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅଭିଯୋଗକୁ ଖଣ୍ଡନ କରିଛି। ଟ୍ରମ୍ପ ଦାବି କରିଥିଲେ ଯେ ରୁଷ, ଚୀନ ଓ ଉତ୍ତର କୋରିଆ ଆମେରିକା ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଛନ୍ତି। କ୍ରେମଲିନ କହିଛି, ଏପରି କୌଣସି ଯୋଜନା ନାହିଁ। ଚୀନରେ…
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ଙ୍କୁ କଟୁ ଶବ୍ଦ ନେଇ ରାଜନୀତି ଜୋର ଧରିଛି। ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦେଇଥିବା ବୟାନକୁ କଂଗ୍ରେସ କାଉଣ୍ଟର କରିଛି। କଂଗ୍ରେସ ମୁଖପାତ୍ର ସୋନାଲି ସାହୁ କହିଛନ୍ତି, ଆମ ଦଳର କୌଣସି ନେତା ପ୍ରଧାନମନ୍ତ୍ରୀଙ୍କ…