ଧାମରା ମତ୍ସ୍ୟ ପୋତାଶ୍ରୟରେ ଜଳିଗଲା ଟ୍ରଲର

ଧାମରା : ଧାମରା ମତ୍ସ୍ୟ ପୋତାଶ୍ରୟରେ ଜଳିଗଲା ମାଛଧରା ଟ୍ରଲର। ଚାନ୍ଦବାଲି ବ୍ଲକ ଧାମରା ମତ୍ସ୍ୟ ପୋତାଶ୍ରୟ ମଧ୍ୟରେ ଏକ ମାଛଧରା ଟ୍ରଲରଟି ନିଆଁ ଲାଗି ଜଳିଯାଇଛି। ଏହି ଟ୍ରଲରକୁ କ୍ରେଡେଲକୁ ଉଠାଯାଇ କାଠ କାମ ହେଉଥିବା ବେଳେ ହଠାତ ନିଆଁ ଲାଗିଯାଇଥିଲା।

ଫଳରେ ଟ୍ରଲରର କ୍ୟାବିନ ଏବଂ ଉପରଭାଗ ସମ୍ପୂର୍ଣ ଜଳି ନଷ୍ଟ ହୋଇଯାଇଛି। ଧାମରା ଏବଂ ଧାମରା ବନ୍ଦର ଦମକଳ ବାହିନୀ ଆସି ଘଟଣା ସ୍ଥଳରେ ପହଞ୍ଚି ବହୁକଷ୍ଟରେ ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ।

  • Related Posts

    ଦେବସ୍ନାନ ପୂର୍ଣ୍ଣିମା ; ପୁରୀରେ ଏହି ସ୍ଥାନରେ ପାର୍କିଂ କରିବେ ଭକ୍ତ

    ପୁରୀ : ଜ୍ୟେଷ୍ଠ ଶୁଦ୍ଧ ଶୁକ୍ଲ ପୂର୍ଣ୍ଣିମା ଅର୍ଥାତ୍‌ ସୋମବାର ସ୍ନାନପୂର୍ଣ୍ଣିମା ନିମନ୍ତେ ପୁରୀରେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ପୁଲିସ ପକ୍ଷରୁ ବ୍ୟାପକ ଟ୍ରାଫିକ୍‌ ବ୍ୟବସ୍ଥା କରାଯାଇଛି । ପାର୍କିଂ ନିମନ୍ତେ ଫାଷ୍ଟ କମ୍‌ ଫାଷ୍ଟ୍‌ ସର୍ଭ, ଅର୍ଥାତ୍‌…

    Continue reading
    ଗ୍ୟାସ୍ ଦୁର୍ଘଟଣାରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ମାମଲା : ଏନ୍ଏଚ୍ଆରସିରେ ମାମଲା ରୁଜ୍ଜୁ

    ଭୁବନେଶ୍ୱର: ତାମିଲନାଡୁରେ ଆମୋନିଆ ଗ୍ୟାସ୍ ଦୁର୍ଘଟଣାରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୧୧ ଶ୍ରମିକ ମୃତ୍ୟୁବରଣ କରିବା ଘଟଣା । ଜାତୀୟ ମାନବାଧିକାର କମିଶନରେ ମାମଲା ପହଁଚିଛି । କୋରାପୁଟ ଜିଲାର ବରିଷ୍ଠ ଆଇନଜୀବୀ ଅନୁପ କୁମାର ପାତ୍ରଙ୍କ ଅଭିଯୋଗରେ କମିସନର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ