ନକ୍ସଲଙ୍କ ବର୍ବରକାଣ୍ଡ: ଠିକାଦାରଙ୍କୁ ଅପହରଣ ପରେ ହତ୍ୟା

ମାଲକାନଗିରି: ନକ୍ସଲଙ୍କ ବର୍ବରକାଣ୍ଡ। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ପାମେଡ଼ ଅଞ୍ଚଳରେ ଜଣକୁ ହତ୍ୟା କରିଛନ୍ତି ସେମାନେ। ରାସ୍ତା ନିର୍ମାଣ କାର୍ୟ୍ୟରେ ନିୟୋଜିତ ଜଣେ ଠିକାଦାରଙ୍କୁ ଅପହରଣ କରିବା ପରେ ଗଳା କାଟି ହତ୍ୟା କରିଛନ୍ତି। ସେଠାରୁ ମୃତକଙ୍କ ସହଯୋଗୀ କୌଣସି ପ୍ରକାରରେ ଖସି ଆସି ଥିଲେ ଓ ପୋଲିସକୁ ଖବର ଦେଇଥିଲେ।

  • Related Posts

    କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌

    ଭୁବନେଶ୍ବର: କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ୨୯ ପ୍ଲଟ୍‌ ଠାବ ହୋଇଛି। ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କର ୨୯ ପ୍ଲଟ୍, ଦୁଇ ବହୁତଳ କୋଠା ସହ କଳିଙ୍ଗ ବିହାରରେ ଗୋଟିଏ ଫ୍ଲାଟ୍‌ ଠାବ ହୋଇଛି। ରେଡ୍‌ ବେଳେ…

    Continue reading
    ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ

    ଭୁବନେଶ୍ୱର : ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ସୋମବାର ଖବର ସାମ୍ନାକୁ ଆସିଛି। ଷ୍ଟେସନରେ ଛାଡି ଦେବାକୁ କହି ୨ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ତମାଣ୍ଡୋ ଥାନା ଅଞ୍ଚଳରେ ଏହି ଘଟଣା ଘଟିଥିବା ବେଳେ ପୁଲିସ ୨…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ