ନବବର୍ଷ ୨୦୨୫: ଚନ୍ଦ୍ରଭାଗାରେ ପ୍ରବଳ ଗହଳି

ଭୁବନେଶ୍ଵର: ନୂଆ ଆଶା ଓ ନୂଆ ଉଦ୍ଦୀପନା ନେଇ ଆସିଛି ଇଂରାଜୀ ନବବର୍ଷ ୨୦୨୫। ନୂଆବର୍ଷ ପାଳନକୁ ନେଇ ସବୁଠି ଆନନ୍ଦ ଉଲ୍ଲାସର ପରିବେଶ। ଗାଁଠୁ ସହର ସବୁଠି ଅତି ଧୂମଧାମ ସହକାରେ ବର୍ଶ ୨୦୨୫କୁ ପାଳନ କରାଯାଉଛି। ସେପଟେ ନୂଆବର୍ଷର ପ୍ରଥମ ସୂର୍ୟ୍ୟୋଦୟକୁ ମନଭରି ଉପଭୋଗ କରିଛନ୍ତି ଲୋକ । ନୂଆବର୍ଷର ପ୍ରଥମ ଦିନରେ ଉଦିତ ସୂର୍ୟ୍ୟର ପହିଲି କିରଣ ଦେଖିବାକୁ ଆଜି ସକାଳୁ ଚନ୍ଦ୍ରଭାଗା ବେଳାଭୂମିରେ ପ୍ରବଳ ଗହଳି ଦେଖିବାକୁ ମିଳିଛି। ବଡି ଭୋରରୁ ହଜାର ହଜାର ସଂଖ୍ୟାରେ ପର୍ୟ୍ୟଟକ ଉଦୀତ ସୂର୍ୟ୍ୟଙ୍କୁ ଦର୍ଶନ କରିଛନ୍ତି। ସମସ୍ତଙ୍କ ମନରେ ଗୋଟିଏ ଭାବନା ଯେ, ନବ ବର୍ଷ ସମସ୍ତଙ୍କ ପାଇଁ ସୁଖମୟ ହେଉ । ଦେଶର ବିଭିନ୍ନ ସ୍ଥାନରେ ନୂଆବର୍ଷର ପ୍ରଥମ ସୂର୍ୟ୍ୟୋଦୟର ଦୃଶ୍ୟକୁ କ୍ୟାମେରାରେ ତୋଳି ଧରିଛନ୍ତି ।

  • Related Posts

    ମହିଳାଙ୍କୁ ଦଳିଦେଲା ଦନ୍ତା

    କୁଚିଣ୍ଡା : ଶୌଚ ହେବାକୁ ଯାଇଥିବା ବେଳେ ମହିଳାଙ୍କୁ ଗୋଡାଇ ଗୋଡାଇ ଦଳିଦେଲା ଦନ୍ତା । ମୃତ ମହିଳା ଜଣଙ୍କ ହେଲେ କୁଚିଣ୍ଡା ବନାଞ୍ଚଳ ସଇଡା ଗ୍ରାମର ଅଞ୍ଜଳି କୁସୁମ(୪୬ ବର୍ଷ) । ଗତକାଲି ଠାରୁ ଏକ ୬ ଟିକିଆ ହାତୀପଲ…

    Continue reading
    ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍

    ସୁନ୍ଦରଗଡ଼: ଭିଜିଲାନ୍ସ ପଞ୍ଝାରେ ପ୍ରକଳ୍ପ ନିର୍ଦ୍ଦେଶକ। ସୁନ୍ଦରଗଡ଼ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ପ୍ରସନ୍ନ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି । ସୁନ୍ଦରଗଡ଼…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ