ନବୀନଙ୍କୁ ଏଭଳି ଟାର୍ଗେଟ କଲେ ମୋହନ

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କିନ୍ତୁ ତାଙ୍କ ପିତା ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ବିଜୁ ପଟ୍ଟନାୟକ କରିଥିଲେ ଟେକ୍ସଟାଇଲ ଶିଳ୍ପ, ସ୍ପିନିଂ ମିଲ, ମିଗ ଆଇରନ, ଚିନି ଶିଳ୍ପ ଆରମ୍ଭ କରିଥିଲେ, କିନ୍ତୁ ସେସବୁ ନବୀନ ବାବୁ ବନ୍ଦ କରିଦେଲେ। ପୁନର୍ବାର ଆମ ସରକାର ଶିଳ୍ପାୟନକୁ ଗୁରୁତ୍ବ ଦେଇଛି । ଅନେକ ଜିନିଷ ନବୀନ ପଟ୍ଟନାୟକ ଭୁଲିଯାଇଛନ୍ତି । ଯେଉଁଥିପାଇଁ ଓଡ଼ିଶାର ଲୋକମାନେ ଅନ୍ୟ ରାଜ୍ୟକୁ ଚାଲିଯାଇଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ବିଜୁ ପଟ୍ଟନାୟକ କରିଥିଲେ ଟେକ୍ସଟାଇଲ ଶିଳ୍ପ, ସ୍ପିନିଂ ମିଲ, ମିଗ ଆଇରନ, ଚିନି ଶିଳ୍ପ ଆରମ୍ଭ କରିଥିଲେ, କିନ୍ତୁ ସେସବୁ ନବୀନ ବାବୁ ବନ୍ଦ କରିଦେଲେ। ପୁନର୍ବାର ଆମ ସରକାର ଶିଳ୍ପାୟନକୁ ଗୁରୁତ୍ବ ଦେଇଛି । ଅନେକ ଜିନିଷ ନବୀନ ପଟ୍ଟନାୟକ ଭୁଲିଯାଇଛନ୍ତି । ଯେଉଁଥିପାଇଁ ଓଡ଼ିଶାର ଲୋକମାନେ ଅନ୍ୟ ରାଜ୍ୟକୁ ଚାଲିଯାଇଛନ୍ତି।

  • Related Posts

    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading
    ବଦଳିବେନି କଂଗ୍ରେସ ବିଧାୟକ ଦଳ ନେତା: ଭକ୍ତ ଦାସ

    ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କ ଦିଲ୍ଲୀ ଗସ୍ତ ଏବଂ ବିଧାୟକ ଦଳ ନେତା ପରିବର୍ତ୍ତନ ଚର୍ଚ୍ଚା ଭିତରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି । କହିଛନ୍ତି, କଂଗ୍ରେସ ବିଧାୟକ ମାନେ ଦିଲ୍ଲୀ ବୁଲିବାକୁ ଯାଇଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ