ନାଏବ ସରପଞ୍ଚଙ୍କ ସନ୍ଦେହଜନକ ମୃତ୍ୟୁ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁର ଥାନା ଅନ୍ତର୍ଗତ ଡମ୍ବସରା ଗ୍ରାମର ଜଣେ ବିବାହିତ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ହେଲେ ରଂଜିତା ତ୍ରିପାଠୀ ଏବଂ ସେ ଡମ୍ବସରା ଗ୍ରାମ ପଂଚାୟତର ନାଏବ ସରପଞ୍ଚ ବୋଲି ଜଣା ପଡ଼ିଛି। ମୃତ୍ୟର କାରଣ ଅସ୍ପଷ୍ଟ ରହିଥିବା ବେଳେ ମୃତ ରଂଜିତାଙ୍କ ପରିବାର ବର୍ଗ ଗୁଣପୁର ଥାନାରେ ଦ୍ୱାରସ୍ଥ ହୋଇ ଏହା ହତ୍ୟା ନା ଆତ୍ମହତ୍ୟା ଘଟିଛି ଏହା ସଠିକ ତଦନ୍ତ କରିବା ପାଇଁ ଗୁଣପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।ମୃତ ରଂଜିତା ଡମ୍ବସରା ଗ୍ରାମର ନରସିଂହ ତ୍ରିପାଠୀଙ୍କୁ ୨୦୦୭ ମସିହାରେ ବିବାହ କରିଥିଲେ । ତେବେ କୌଣସି କାରଣବଶତଃ ଗତକାଲି ରଂଜିତାଙ୍କ ମୃତ୍ୟୁ ଘଟିଥିଲା। ସଂଗେ ସଂଗେ ପରିବାରବର୍ଗ ରଂଜିତାଙ୍କୁ ଉଦ୍ଧାର କରି ଗୁଣପୁର ଉପଖଣ୍ଡ ଚିକିତ୍ସାଳୟ ରେ ଭର୍ତି କରିଥିଲେ ବି ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ତେବେ ପରିବାରବର୍ଗଙ୍କ ଅଭିଯୋଗ ଆଧାରରେ ଗୁଣପୁର ପୁଲିସ ଶବକୁ ଜବତ କରିବା ସହ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି ବୋଲି ଆଇ ଆଇ ସି କେକେବିକେ କହଁର ପ୍ରକାଶ କରିଛନ୍ତି ଓ

  • Related Posts

    ମାନସିକ ବିକାରଗସ୍ତ ଯୁବତୀକୁ ଦୁଷ୍କର୍ମ

    ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇ ଥାନା ଗାଙ୍ଗପଡା ଗ୍ରାମରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ମାନସିକ ବିକାରଗସ୍ତ ଯୁବତୀକୁ ସେହି ଗ୍ରାମର ଜନୈକ ଯୁବକ ବଳପୂର୍ବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ପୁଲିସ ଘଟଣାରେ ଏକ ମାମଲା ରୁଜୁ ଅଭିଯୁକ୍ତ…

    Continue reading
    ରାଜଧାନୀରେ ହଣାକଟା

    ଭୁବନେଶ୍ୱର: ରାଜଧାନୀରେ ଅସାମାଜିକଙ୍କ ଆତଙ୍କରାଜ । ବିଳମ୍ବିତ ରାତିରେ ବୁଲିଲା ଖଣ୍ଡା । ଭୁବନେଶ୍ବରରେ ହଣାକଟା । ରାତିରେ ଘରକୁ ଫେରୁଥିବା ବେଳେ ଗାଙ୍ଗୁରାମ ମିଠା ଦୋକାନୀ ମିସ୍ତ୍ରୀଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । କିଛି ଦୁର୍ବୃତ୍ତ ଖଣ୍ଡାରେ ଗୋଡ଼ାଇ ଗୋଡ଼ାଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ