ନିଆଁ ଲାଗି ମହିଳା ମୃତ

ଜଟଣୀ : ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ରଥୀପୁର ଗାଁରେ ଅଘଟଣ । ନିଆଁ ଲାଗି ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳାଙ୍କ ନାଁ ରୀନା ପ୍ରଧାନ ବୋଲି ଜଣାପଡିଛି । ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । କିଛି ମାସ ପୂର୍ବରୁ ରୀନାଙ୍କ ପୁଅଙ୍କର ମୃତ୍ୟୁ ହୋଇଥିଲା । ପୁଅର ମୃତ୍ୟୁ ପରେ ରୀନାଙ୍କ ମାନସିକ ସ୍ଥିତି ସେତେଟା ଠିକ୍‌ ନଥିଲା । ଏହିକ୍ରମରେ ରବିବାର ଦିନ ସକାଳେ ପୂଜା କରୁଥିଲେ । ଦୀପ ଜାଳୁଥିବା ସମୟରେ ହଠାତ୍‌ ତାଙ୍କ ଲୁଗାରେ ନିଆଁ ଲାଗିଯାଇଥିଲା । ଯାହାପରେ ତାଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ