ନିମନ୍ତ୍ରଣକୁ ନେଇ ରାଜନୀତି, ସାଂସଦ-ମେୟର କଥା କଟାକଟି

ଭୁବନେଶ୍ୱର: ରାଜଧାନୀ ପ୍ରତିଷ୍ଠା ଦିବସରେ ନିମନ୍ତ୍ରଣକୁ ନେଇ ରାଜନୀତି। ଭୁବନେଶ୍ବର ସାଂସଦ ଓ ମେୟରଙ୍କ ମଧ୍ୟରେ କଥା କଟାକଟି। ପୂର୍ବ ସରକାରକୁ ସାଂସଦ ଅପରାଜିତା ଷଡ଼ଙ୍ଗୀ ସମାଲୋଚନା କରିଛନ୍ତି। କହିଛନ୍ତି ବିଗତ ସରକାରରେ ମୋତେ ନିମନ୍ତ୍ରଣ କରାଯାଉନଥିଲା।

ବର୍ତ୍ତମାନର ସରକାର ପ୍ରତିଷ୍ଠା ଦିବସକୁ ଡାକିଥିବାରୁ ଧନ୍ୟବାଦ ଜଣାଇଛନ୍ତି। ଏପଟେ ସାଂସଦଙ୍କ ସମାଲୋଚନାର ଉତ୍ତର ରଖିଛନ୍ତି ମେୟର ସୁଲୋଚନା ଦାସ। କହିଲେ ଅତ୍ୟନ୍ତ ଦୁଃଖର କଥା। ମୁଁ ଯେବେଠୁ ମେୟର ହୋଇଛି, ସବୁ ବର୍ଷ ତାଙ୍କୁ ନିମନ୍ତ୍ରଣ ପତ୍ର ଯାଇଛି। ମୁଁ ମଧ୍ୟ ତାଙ୍କ ସହ ଫୋନରେ କଥା ହୋଇଥିଲି।

କାର୍ୟ୍ୟ ବ୍ୟସ୍ତତା ଯୋଗୁଁ ହୁଏତ ସେ ଆସିପାରି ନଥିବେ। ଆଜିର ଦିନରେ ଏଭଳି କହିବା ଆଦୌ ଠିକ୍ ନୁହେଁ। ସେ ଭୁବନେଶ୍ୱର ସାଂସଦ। ଯେଉଁଠି ଥିଲେ ବି ଭୁବନେଶ୍ୱରକୁ ପ୍ରାଥମିକତା ଦେବା ଦରକାର। ପ୍ରତିଷ୍ଠା ଦିବସରେ ଯୋଗଦେବାର ଆବଶ୍ୟକତା ରହିଛି ବୋଲି ମେୟର କହିଛନ୍ତି।

  • Related Posts

    bjp focus on gen-z ଜେନ ଜିଙ୍କୁ ସାଙ୍ଗରେ ଧରି ଆଗେଇବ ବିଜେପି

    ଭୁବନେଶ୍ୱର: ରାଜ୍ୟ ରାଜନୀତିରେ ଜେନ୍-ଜିଙ୍କୁ ନେଇ ଚର୍ଚ୍ଚା ଜୋର । ସବୁ ରାଜନୈତିକ ଦଳ ଜେନ-ଜିଙ୍କୁ ନିଜ ସପକ୍ଷରେ ରଖିବା ପାଇଁ ଆରମ୍ଭ କରି ଦେଇଛନ୍ତି କସରତ । ବିଜେପିର କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ ଗୋଟିଏ ପାଦ ଆଗକୁ ଯାଇ…

    Continue reading
    ବିଜୁ ଜନତା ଦଳର ଏସସି ସେଲ୍ ପୁନର୍ଗଠିତ

    ଭୁବନେଶ୍ବର : ବିଜୁ ଜନତା ଦଳ ପକ୍ଷରୁ ଦଳର ଅନୁସୂଚିତ ଜାତି (SC) ସେଲ୍କୁ ନୂତନ ଭାବେ ପୁନର୍ଗଠିତ କରାଯାଇଛି । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନୂତନ ପଦାଧିକାରୀଙ୍କ ନାମ ଘୋଷଣା କରାଯାଇଛି । ଦଳର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ