ନୂଆପଡ଼ା ବିଧାୟକଙ୍କ ପରଲୋକ

ଭୁବନେଶ୍ୱର: ସୋମବାର ଏକ ଦୁଃଖଦ ତଥା ଏକ ବଡ଼ ଖବର ସାମନାକୁ ଆସିଛି । ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢେ଼ାଲକିଆଙ୍କ ପରଲୋକ ହୋଇଛି । ୪ଥରର ବିଧାୟକ ରାଜନେ୍ଦ୍ରଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି । ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ମୃତୁ୍ୟବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା ।
ପ୍ରକାଶ ଯେ ରାଜେନ୍ଦ୍ର ଢେ଼ାଲକିଆ ୨୦୦୪ ମସିହାରେ ସ୍ୱାଧୀନଭାବେ ବିଧାୟକଭାବେ ନିର୍ବାଚିତ ହୋଇଥିଲେ । ପରେ ୨୦୦୯,୨୦୨୯ ଓ ୨୦୨୪ରେ ବିଜେଡି ଟିକେଟରେ ବିଧାୟକଭାବେ ନିର୍ବାଚିତ ହୋଇଥିଲେ ।

୨୦ ନଭେମ୍ବର ୧୯୫୬ ମସିହାରେ ଜନ୍ମଗ୍ରହଣ କରିଥିଲେ ଶ୍ରୀ ଢୋଲକିଆ । ତାଙ୍କର ମୃତ୍ୟୁ ଖବର ପାଇ ବିଭିନ୍ନ ରାଜନୈତିକ ଦଳର ନେତା ଓ କର୍ମୀଙ୍କ ମହଲରେ ଗଭୀର ଶୋକର ଲହରୀ ଖେଳିଯାଇଛି । ସେ ନୂଆପଡ଼ାରୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ