ପଞ୍ଚାୟତ ଉପନିର୍ବାଚନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି। ସେଥିମଧ୍ୟରୁ ପାଞ୍ଚଟି ଜିଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର ପାଇଁ ଉପନିର୍ବାଚନ ହେଉଥିବାବେଳେ ୭୭୧ଟି ୱାର୍ଡରେ ନୂତନ ଭାବେ ନିର୍ବାଚନ ଅନୁଷ୍ଠିତ ହେବ ।

ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସଂରକ୍ଷିତ ବର୍ଗ ପାଇଁ ଉଦ୍ଦିଷ୍ଟ ଥିବା ୭୭୧ଟି ୱାର୍ଡରେ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନଥିବାରୁ ଉକ୍ତ ୱାର୍ଡ ଗୁଡିକରେ ନିର୍ବାଚନ ବନ୍ଦ ରହିଥିଲା। ପରବର୍ତ୍ତୀ ପର୍ୟ୍ୟାୟରେ ସଂପୃକ୍ତ ଜିଲାପାଳଙ୍କ ସୁପାରିଶ କ୍ରମେ ଉକ୍ତ ୱାର୍ଡଗୁଡ଼ିକୁ ଅଣସଂରକ୍ଷିତ କରାଯିବା ପରେ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ