ପଞ୍ଚାୟତ ନିର୍ବାଚନରେ ବିଜେପି ଯଶସ୍ବୀ ହେବ: ମନମୋହନ

ଭୁବନେଶ୍ୱର:ବିଜେପିକୁ ନେଇ ଲୋକଙ୍କ ବିଶ୍ୱାସ ଭରଷା ବଢ଼ିଛି। ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଜେପି ଯଶସ୍ବୀ ହେବ ବୋଲି ବିଜେପି ସଭାପତି ମନମୋହନ ସାମଲ ନୂଆବର୍ଷରେ କହଛନ୍ତି। ଓଡ଼ିଶାରେ ବିଜେପି ଅଦ୍ବିତୀୟ ସଂଗଠନ ହୋଇ ଛିଡ଼ା ହେବ। ଆଗକୁ ଆହୁରି ଶକ୍ତିଶାଳୀ ହେବ ବୋଲି ମନମୋହନ କହିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ମାଝି ଇଂରାଜି ନବ ବର୍ଷ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଲେଖିଛନ୍ତି, ନୂତନ ନବବର୍ଷ ଅବସରରେ ଓଡ଼ିଆ ଭାଇଭଉଣୀଙ୍କୁ ମୋର ଶୁଭେଚ୍ଛା। ମହାପ୍ରଭୁଙ୍କ କୃପାରୁ ନବବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ।

  • Related Posts

    ଭୁବନେଶ୍ବର ଫେରିଲେ କଂଗ୍ରେସ ବିଧାୟକ

    ଭୁବନେଶ୍ୱର: ରାଜ୍ୟ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ହଟାଅ ଅଭିଯାନରେ ଦିଲ୍ଲୀ ଯାଇଥିବା କଂଗ୍ରେସର ୫ ବିଧାୟକ ଶୁକ୍ରବାର ରାତିରେ ଭୁବନେଶ୍ବର ଫେରିଛନ୍ତି। ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ନେତୃତ୍ବରେ ସି.ଏସ. ରାଜନ ଏକ୍କା, ମଙ୍ଗୁ ଖିଲ,…

    Continue reading
    ପୋଲିସ ଆଇନର ରକ୍ଷକ ନୁହେଁ, ସତ୍ତାର ସୁରକ୍ଷା କର୍ମୀ:କଂଗ୍ରେସ

    ଭୁବନେଶ୍ୱର: ରାଜ୍ୟ ରାଜଧାନୀରେ ଜଣେ ଦୁଷ୍କର୍ମ ପୀଡିତାଙ୍କୁ ପୋଲିସର ନିର୍ଯାତନା ଏବଂ ଅର୍ଥ ଆଦାୟ ବିଷୟକୁ ନେଇ ଓଡିଶା ପୋଲିସ ପୁଣି ଥରେ କଳା କାରନାମା ରଚିଛି ଏବଂ ଏହାକୁ ନେଇ କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ