ପଶ୍ଚିମବଙ୍ଗ:ମ୍ୟାଜିକ୍ ନମ୍ବର ପାର କରିଛି ଭାରତୀୟ ଜନତା ପାର୍ଟି

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ବଡ଼ ପରିବର୍ତ୍ତନ । ହଟିବେ ‘ଦିଦି’ ଫୁଟିବ ପଦ୍ମ ! ପଶ୍ଚିମବଙ୍ଗରେ ବିଜେପିର ବମ୍ ବମ୍ । ମମତା ବନାର୍ଜୀଙ୍କ ଗଡ଼ରେ ବିଜେପିର ଦମଦାର ପ୍ରଦର୍ଶନ । ବଙ୍ଗରେ ଲିଡ୍ କରୁଛି ଭାରତୀୟ ଜନତା ପାର୍ଟି । ରାଜ୍ୟରେ ମ୍ୟାଜିକ୍ ନମ୍ବର ପାର କରିଛି ଭାରତୀୟ ଜନତା ପାର୍ଟି । ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ପଶ୍ଚିମବଙ୍ଗର ୨୯୪ ବିଧାନସଭା ଆସନ ମଧ୍ୟରୁ ୨୯୩ରେ ଭୋଟ ଗଣନା ଜାରି ରହିଛି । ପ୍ରାଥମିକ ଭୋଟ୍ ଗଣତିରେ ପଶ୍ଚିମବଙ୍ଗରେ ବିଜେପି ୧୯୩ ଆସନରେ ଆଗୁଆ ରହିଛି । ଟିଏମସି ୧୦୦ ଆସନରେ ଲିଡ୍ କରୁଛି । ଯାହା ଟିଏମସିକୁ ଝଟକା ଦେଇଛି । ବଙ୍ଗରେ ‘ଦିଦି’ ସରକାରର ପତନ ହେବାକୁ ଯାଉଛି । ରାଜ୍ୟରେ ପ୍ରଥମ କରି ସରକାର ଗଢିବ ବିଜେପି । ପ୍ରାୟ ୨୦୦ ଆସନରେ ଲିଡ୍ କରୁଛି ଗେରୁଆ ଦଳ । କେବଳ ବିଧିବଦ୍ଧ ରେଜଲ୍ଟ ଘୋଷଣାକୁ ଅପେକ୍ଷା ରହିଛି । ପଶ୍ଚିମବଙ୍ଗରେ ବିଜେପି ଶିବିରରେ ବିଜୟ ଉତ୍ସବ ଆରମ୍ଭ ହୋଇଛି ।

  • Related Posts

    ଟିଭିକେକୁ ସମର୍ଥନ ଦେବ କଂଗ୍ରେସ

    ନୂଆଦିଲ୍ଲୀ: ତାମିଲନାଡୁ ବିଧାନସଭା ନିର୍ବାଚନ ଫଳାଫଳ ରାଜ୍ୟରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି କରିଛି। ସରକାର ଗଠନ ପାଇଁ ମ୍ୟାଜିକ୍ ନମ୍ବର ୧୧୮ ଆସନ ହାସଲ ପାଇଁ ଟିଭିକେ ସମଭାବାପନ୍ନ ଦଳ ସହିତ ମେଣ୍ଟ କରିବାକୁ ଚାହୁଁଛି। ଟିଭିକେ କଂଗ୍ରେସ…

    Continue reading
    ନିର୍ବାଚନ ବିଜୟ ପାଇଁ ମୋଦୀଙ୍କୁ ଟ୍ରମ୍ପଙ୍କ ଅଭିନନ୍ଦନ

    ୱାଶିଂଟନ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ ପାଇଁ ଦଳର ବରିଷ୍ଠ ନେତା ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅଭିନନ୍ଦନ ଜଣାଇଛନ୍ତି। ହ୍ବାଇଟ୍ ହାଉସ୍ ମୁଖପାତ୍ର କୁଶ ​‌େ​‌ଦଶାଇଙ୍କ ପକ୍ଷରୁ ଜାରି ବାର୍ତ୍ତାରେ ବିଜେପିର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ