ପହିଲାରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ

ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ରାଜ୍ୟ ତଥା ରାଜ୍ୟ ବାହାରୁ ବୁଲିବାକୁ ଆସୁଥ‌ିବା ପର୍ୟ୍ୟଟକଙ୍କ ପାଇଁ ସମୟ ନିର୍ଘଣ୍ଟ ବଦଳିବ ବୋଲି ଜଣାପଡିଛି। ପ୍ରତିବର୍ଷ ଭଳି ଗ୍ରୀଷ୍ମଋତୁ ସାଙ୍ଗକୁ ଦିନ ବଡ ଯୋଗୁଁ ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ ଆସନ୍ତା ଏପ୍ରିଲ ପହିଲାରୁ ସକାଳ ୭.୩୦ରେ ଖୋଲି ସନ୍ଧ୍ୟା ୫.୩୦ଟାରେ ବନ୍ଦ ହେବ ବୋଲି ନନ୍ଦନକାନନ ଉପନିର୍ଦେଶକଙ୍କ କାର୍ୟ୍ୟାଳୟରୁ ସୂଚନା ମିଳିଛି। ଏହି ନିୟମ ୨୦୨୬ ସେପ୍ଟମ୍ବର ୩୦ ପର୍ୟ୍ୟନ୍ତ ଲାଗୁ ରହିବ। ସପ୍ତାହର ପ୍ରତି ସୋମବାର ଉଭୟ ଉଦ୍ୟାନ ବନ୍ଦ ରହିବ।

  • Related Posts

    ନିଶାମୁକ୍ତ ଓଡ଼ିଶା ସହ ଆଧୁନିକ ପୋଲିସ ବାହିନୀ ଗଠନ ଆମର ଲକ୍ଷ୍ୟ: ଡିଜିପି

    ଭୁବନେଶ୍ୱର, : ଅଗଷ୍ଟ ୨୦୨୪ରୁ ଜୁଲାଇ ୨୦୨୬ ମଧ୍ୟରେ ଆଇନ-ଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ନକ୍ସଲ ଦମନ, ନିଶାଦ୍ରବ୍ୟ ବିରୋଧୀ ଅଭିଯାନ, ମହିଳା ଓ ଶିଶୁ ସୁରକ୍ଷା, ସାଇବର ଅପରାଧ ଦମନ, ଉପକୂଳ ସୁରକ୍ଷା, ଅପରାଧ ଦମନ, ଦୋଷୀ ସାବ୍ୟସ୍ତ ହାର…

    Continue reading
    ଓସିଏସ ପରୀକ୍ଷା ନିୟମରେ ବଡ଼ ପରିବର୍ତ୍ତନ

    ଏଣିକି ଓଡ଼ିଶା ସିଭିଲ୍ ସର୍ଭିସେସ୍-OCS ପରୀକ୍ଷାରେ ଆଉ ରହିବନି ୬ଟି ସୁଯୋଗ। ଆଶାୟୀମାନେ ସେମାନଙ୍କ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ପରୀକ୍ଷା ଦେଇପାରିବେ। ସାଧାରଣ ବର୍ଗ ପାଇଁ ସର୍ବୋଚ୍ଚ ବୟସସୀମା ୪୨ ବର୍ଷ, ମହିଳା ଓ ସଂରକ୍ଷିତ ବର୍ଗ ପାଇଁ ୪୭ ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ