ପାକିସ୍ତାନରେ ଭଗତ ସିଂଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ: ଦୃଢ଼ ପ୍ରତିବାଦ ଜଣାଇଲା ଭାରତ

ନୂଆଦିଲ୍ଲୀ: ପାକିସ୍ତାନରେ ଶହୀଦ ଭଗତ ସିଂଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟକୁ ନେଇ ଭାରତ ଇସ୍‌ଲାମାବାଦ ନିକଟରେ ଦୃଢ଼ ପ୍ରତିବାଦ ଜଣାଇଛି। ଲୋକ ସଭାରେ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତିବର୍ଦ୍ଧନ ସିଂ ଏହା ଜଣାଇଛନ୍ତି।

ସାଂସ୍କୃତିକ ଐତିହ୍ୟ ଉପରେ ଆକ୍ରମଣ ଏବଂ ପାକିସ୍ତାନରେ ସଂଖ୍ୟାଲଘୁଙ୍କ ପ୍ରତି ଅସହିଷ୍ଣୁତା ବୃଦ୍ଧି ପାଉଥିବାରୁ ନୂଆଦିଲ୍ଲୀ ଚିନ୍ତା ପ୍ରକଟ କରିବା ସହ କୂଟନୈତିକ ଚ୍ୟାନେଲ ଜରିଆରେ ଇସ୍‌ଲାମାବାଦ ନିକଟରେ ଦୃଢ଼ ପ୍ରତିବାଦ କରିଛି।

ଭାରତର ସ୍ବାଧୀନତା ସଂଗ୍ରାମରେ ଭଗତ ସିଂଙ୍କ ମୂଲ୍ୟବାନ ଅବଦାନକୁ ସରକାର ଏବଂ ସମଗ୍ର ରାଷ୍ଟ୍ର ସ୍ବୀକୃତି ଦେଇଥିବା ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଗତମାସରେ ପାକସ୍ତାନର ପଞ୍ଜାବ ସରକାରଙ୍କ ଆଡଭୋକେଟ ଜେନେରାଲ ଅସ୍‌ଗର ଲେଘାରି ଲାହୋର ହାଇକୋର୍ଟରେ ଏକ ମାମଲାର ଶୁଣାଣି ବେଳେ ଭଗତ ସିଂଙ୍କ ବିରୋଧରେ କେତେକ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ

  • Related Posts

    ଡିଜିଟାଲ ନେଣଦେଣ ଉପରେ ଲାଗିବ ଟିକସ

    ନୂଆଦିଲ୍ଲୀ: ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଚାର୍ଜ (ଟିକସ) ଲଗାଇବା ପାଇଁ ସରକାର ବ୍ୟାଙ୍କଗୁଡ଼ିକୁ କ୍ଷମତା ପ୍ରଦାନ କରିବାକୁ ଯାଉଛନ୍ତି। ଏଥିପାଇଁ ସରକାର ଆଣିଥିବା ‘ଦ ଟ୍ୟାକ୍ସେସନ୍ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍’ ଗୁରୁବାର ଲୋକସଭାରେ ଗୃହୀତ ହୋଇଛି।…

    Continue reading
    ଆଶାରାମ ବାପୁଙ୍କୁ ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

    ନୂଆଦିଲ୍ଲୀ: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ ଅନ୍ତରୀଣ ଜାମିନ ଦେବାକୁ ମନା କରିଦେଇଛନ୍ତି। ୮୫ ବର୍ଷୀୟ ବୃଦ୍ଧ ସ୍ବାସ୍ଥ୍ୟଗତ ସମସ୍ୟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ