ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ ଅଭିଯୋଗ

ଭୁବନେଶ୍ୱର: ପୂର୍ବତନ ବିଜେଡି ସାଂସଦ ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆସିଛି। ଆର୍ଥିକ ହେରଫେର, ମନି ଲଣ୍ଡରିଂ ଭଳି ସଙ୍ଗୀନ ଅଭିଯୋଗ ହୋଇଥିବା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ସଂସଦରେ ଦେଶ ସୁରକ୍ଷାର ଗୁପ୍ତ ତଥ୍ୟ ନେଇ ପ୍ରଶ୍ନ ପଚାରିବା ଅଭିଯୋଗ ହୋଇଛି। ସନ୍ଦେହଜନକ ସମ୍ପତ୍ତି କାରବାର, ଟ୍ରଷ୍ଟ ନାଁରେ ବିଦେଶରୁ ଟଙ୍କା ଆଣିବା , ନ୍ୟୁକ୍ଲିୟର ବୁଡ଼ା ଜାହାଜ, ମିଶାଇଲ ସିଷ୍ଟମ ସମ୍ପର୍କିତ ତଥ୍ୟ ପଚାରିବା ଅଭିଯୋଗ ହୋଇଛି। ଗୃହ ମନ୍ତ୍ରାଳୟ ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ଦୁଇଟି ଅଭିଯୋଗ ଦାୟର କରାଯାଇଛି। ଅଭିଯୋଗ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କ ଦ୍ବାରା ଗ୍ରହଣ କରାଯାଇଥିବା ସୂଚନା ମିଳିଛି। ଅଭିଯୋଗ ଗ୍ରହଣ ପରେ ତଦନ୍ତ ଆରମ୍ଭ ହୋଇଛି।

  • Related Posts

    ଓଲଟିଲା ଡ଼ଙ୍ଗା, ଜଣେ ନିଖୋଜ

    ଛତ୍ରପୁର:ସମୁଦ୍ର ନିକଟରେ ଓଲଟିଲା ଡ଼ଙ୍ଗା, ଅଳ୍ପକେ ବର୍ତ୍ତିଲେ ମତ୍ସ୍ୟଜୀବୀ । ଗଞ୍ଜାମ ପୋଡ଼ମପେଟା ସମୁଦ୍ର ନିକଟରେ ଓଲଟିଛି ଡ଼ଙ୍ଗା । ଅଳ୍ପକେ ବର୍ତ୍ତିଛନ୍ତି ମତ୍ସ୍ୟଜୀବୀ । ତେବେ ଏହାସହ ଜଣେ ନିଖୋଜ ହୋଇଛନ୍ତି । ନିଖୋଜ ବ୍ୟକ୍ତି ଜଣକ ହେଲେ ଛତ୍ରପୁର…

    Continue reading
    ସ୍ୱାମୀ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା କାର,ସ୍ୱାମୀ ମୃତ

    ଦାରିଙ୍ଗବାଡି : ଦୁର୍ଘଟଣାରେ ସ୍ୱାମୀ ମୃତ ଓ ସ୍ତ୍ରୀ ଗୁରୁତର । ବସ ଧକ୍କାରେ ଦୋକାନ ଭିତରକୁ ପଶିଗଲା ରଖା ହୋଇଥିବା କାର । ଦୋକାନରେ ବସିଥିବା ସ୍ୱାମୀ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା କାର । ଘଟଣା ସ୍ଥଳରେ ବ୍ୟବସାୟୀ ମୃତ୍ୟୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଲଟିଲା ଡ଼ଙ୍ଗା, ଜଣେ ନିଖୋଜ

    ଓଲଟିଲା ଡ଼ଙ୍ଗା, ଜଣେ ନିଖୋଜ

    ସ୍ୱାମୀ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା କାର,ସ୍ୱାମୀ ମୃତ

    ସ୍ୱାମୀ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା କାର,ସ୍ୱାମୀ ମୃତ

    ମହାନଦୀ ଜଳ ବିବାଦ, ଆଜି ରାୟପୁରରେ ଗୋଲଟେବୁଲ ବୈଠକ

    ମହାନଦୀ ଜଳ ବିବାଦ, ଆଜି ରାୟପୁରରେ ଗୋଲଟେବୁଲ ବୈଠକ

    ଆସୁଛି ଆଉ ଏକ ଲଘୁଚାପ

    ନୂଆଁଖାଇ ଜଣାଇଲେ ମୁଖ୍ୟମନ୍ତ୍ରୀ

    ନୂଆଁଖାଇ ଜଣାଇଲେ ମୁଖ୍ୟମନ୍ତ୍ରୀ

    ‘ନୂଆଁଖାଇ’ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର

    ‘ନୂଆଁଖାଇ’ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର