ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି

ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି। ମେ ୨୩ ତାରିଖରୁ ଗଣତି କାର୍ଯ୍ୟ ସ୍ଥଗିତ ରହିଥିଲା। ତେବେ ଶ୍ରୀଜୀଉ ମାନଙ୍କ ଶ୍ରୀଅଙ୍ଗରେ ବ୍ୟବହୃତ ଏବଂ ସ୍ନାନ ପୂର୍ଣ୍ଣିମା ଅବସରରେ ଓଲାଗି ହୋଇଥିବା ଅଳଙ୍କାର ଗୁଡିକର ଆଜି ଗଣତି କରାଯିବ।
ମହାପ୍ରଭୁଙ୍କ ରାହୁ ରେଖା, ଝୋବା, ସୁନା ଚିତା, ରୂପା ରସିକ, ସୁନା ଥଣ୍ଟିଆର ଗଣତି ମଣତି କାର୍ଯ୍ୟ ସହିତ ଥ୍ରୀଡି ସ୍କାନିଙ୍ଗ କରାଯିବ। ଭିତର ରତ୍ନଭଣ୍ଡାରରେ ଗଚ୍ଛିତ ଅବଶିଷ୍ଟ ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀର ଗଣତି କାର୍ଯ୍ୟର ତାରିଖ ପରବର୍ତ୍ତୀ ସମୟରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର କରାଯାଇ ଗଣତି କରାଯିବ ବୋଲି ଜଣାପଡ଼ିଅଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ