ପୁଣି ବଢିଲା ସୁନା ଦାମ୍‌

ଭୁବନେଶ୍ୱର : ପୁଣି ବଢିଲା ସୁନା ଦାମ୍‌ । ହୁ ହୁ ହୋଇ ବଢି ଚାଲିଛି ଦାମ୍‌ । ଗ୍ରାହକଙ୍କୁ ମିଳୁଛି ଝଟକା ପରେ ଝଟକା । ଏପ୍ରିଲ ୧୧ ଅର୍ଥାତ୍‌ ଶୁକ୍ରବାର ସୁନା ଦରରେ ବୃଦ୍ଧି ହୋଇଛି ।୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୫,୪୦୦ରେ ପହଞ୍ଚିଛି । ଗତକାଲି ଏହା ୯୩,୩୮୦ ଟଙ୍କା ଥିଲା । ଏଥିରେ ୨,୦୨୦ ଟଙ୍କା ବୃଦ୍ଧି ହୋଇଛି ।୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୮୭,୪୫୦ ଟଙ୍କା ରହିଛି । ଗତକାଲି ଏହା ୮୫,୬୦୦ ଟଙ୍କା ଥିଲା । ଏଥିରେ ୧,୮୫୦ ଟଙ୍କା ବୃଦ୍ଧି ହୋଇଛି ।
୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୭୧,୫୫୦ ଟଙ୍କା ରହିଛି । ଗତକାଲି ଏହା ୭୦,୦୪୦ ଟଙ୍କା ଥିଲା । ଏଥିରେ ୧,୫୧୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୦,୮୦୦ ରହିଛି । ଗତକାଲି ଏହା ୧୦,୭୦୦ ଥିଲା । ଏଥିରେ ୧୦୦ଟଙ୍କା ବୃଦ୍ଧି ହୋଇଛି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ