ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାକ୍ଷାତ ସମୟର ଫଟୋ ବଢାଇଲା ଚର୍ଚ୍ଚା । ଫଟୋରେ ମୁଖ୍ୟମନ୍ତ୍ରୀଙ୍କ ହାତରେ ଥିବା ଫାଇଲକୁ ନେଇ ଏହି ଚର୍ଚ୍ଚା ବଢିଛି । କାରଣ ରାଜ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଆକଳନ ଭିତରେ ଏହି ଫାଇଲ ଚର୍ଚ୍ଚାକୁ ଅଧିକ ଖୋରାକ ଯୋଗାଇଛି । ଆଗାମୀ ଦିନରେ ରାଜ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀ ଗସ୍ତରେ ଯାଇଥିଲେ । ତେଣୁ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ କେନ୍ଦ୍ର ବା ମୋଦୀ ସବୁଜ ସଙ୍କେତ ଦେଇଥିବା ଚର୍ଚ୍ଚା ହେଉଛି ।

  • Related Posts

    ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ: ଜିଲ୍ଲା ଗସ୍ତରେ ଯିବେ ନବୀନ

    ଭୁବନେଶ୍ବର: ଆଗାମୀ ପଞ୍ଚାୟତ ନିର୍ବାଚନକୁ ନେଇ ଏବେଠାରୁ ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ । ୨୦୨୪ ସାଧାରଣ ନିର୍ବାଚନରେ ରାଜ୍ୟରେ କ୍ଷମତା ପରିବର୍ତ୍ତନ ହୋଇଥିବା ବେଳେ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ବିଜେଡି ପାଇଁ ଅତ୍ୟନ୍ତ ଗୁରୁତ୍ୱ ବହନ କରୁଛି…

    Continue reading
    ‘ଜ୍ଞାନଦୋୟ-ଶିକ୍ଷାରୁ ସମୃଦ୍ଧି’ ଯୋଜନା ସମ୍ପର୍କିତ ମାର୍ଗଦର୍ଶିକା ଜାରି

    ଭୁବନେଶ୍ୱର: କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’ ଦେବାକୁ ପଡ଼ିବ ନାହିଁ। ଆଡ୍‌ମିଶନ ଫି’, ଡେଭଲପ୍‌ମେଣ୍ଟ ଫି’ ସମେତ ଯୋଜନାରେ ଅନ୍ତର୍ଭୁକ୍ତ ଅନ୍ୟାନ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ