ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟର ଭାରପ୍ରାପ୍ତ କୁଳପତି

ଭୁବନେଶ୍ବର : ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ବ ଗ୍ରହଣ କରିବେ । ରାଜଭବନ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ ସେ ଉତ୍କଳ ବିଶ୍ବବିଦ୍ୟାଳୟ ବାୟୋଟେକ୍ନୋଲୋଜି ବିଭାଗ ଦାୟିତ୍ବରେ ଅଛନ୍ତି । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ୟ୍ୟନ୍ତ ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ ଭାରପ୍ରାପ୍ତ କୁଳପତି ଦାୟିତ୍ବ ସମ୍ଭାଳିବେ ।

  • Related Posts

    ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ

    ଭୁବନେଶ୍ୱର:ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ଉକ୍ତ ବୈଠକରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ…

    Continue reading
    ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଚୌଦ୍ୱାର ଜେଲ୍‌ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ

    କଟକ: ଚୌଦ୍ୱାର ଜେଲ୍‌ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ ସୁଜିତ କୁମାର ରାଉଳ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଜି ହାଇକୋର୍ଟରେ ଜାମିନ ଆବେଦନ ଦାୟର କରିଛନ୍ତି। ପୂର୍ବରୁ ସେପ୍ଟେମ୍ବର ୩୦ରେ କଟକ ଅତିରିକ୍ତ ଦୌରା ଜଜ୍‌ ତଥା ସ୍ୱତନ୍ତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ