ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି

ଯାଜପୁର: ବିଜେଡ଼ି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ନେତାଙ୍କ ମେଳି। ଯାଜପୁର ସଂଗଠନକୁ ନେଇ ବଡ ବୈଠକ ଅନୁଷ୍ଠିତ ହେଉଛି। ଭଦ୍ରକ ମଣ୍ଡଳ ଦମ୍ପତିଙ୍କ ସସ୍‌ପେଣ୍ଡ ପରେ ରୁଦ୍ଧଦ୍ବାର ବୈଠକ ବସିଛି। ଏହି ବୈଠକରେ ବିଶ୍ୱ ମଲ୍ଲିକ, ସୁଜାତା ସାହୁ, ପ୍ରୀତି ରଞ୍ଜନ ଘଡ଼ାଇ, ପ୍ରଣବ ବଳବନ୍ତରାୟ ପ୍ରମୁଖ ସାମିଲ ହୋଇଥିବା ସୂଚନା ମିଳିଛି। ଯାଜପୁର ଓ ଭଦ୍ରକରେ ଅପରେସନ ଲୋଟସ୍‌କୁ ଚେକ୍‌ ଦେବାକୁ ରଣନୀତି ପ୍ରସ୍ତୁତି କରାଯାଉଥିବା ଜଣାପଡିଛି। ଏହାପୂର୍ବରୁ ପ୍ରମିଳା ମଲ୍ଲିକଙ୍କ ଘରେ ଦୁଇ ଥର ଯାଜପୁର ବିଜେଡ଼ି ନେତାଙ୍କ ବୈଠକ ବସିଥିଲା।

  • Related Posts

    ଜିଲ୍ଲା ଭାଜପା ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକାଙ୍କୁ ସମ୍ବର୍ଦ୍ଧନା

    ରାଇକିଆ: କନ୍ଧମାଳ ଜିଲ୍ଲା ଭାଜପା ମହିଳା ମୋର୍ଚ୍ଚାର ସାଧାରଣ ସମ୍ପାଦିକା ଭାବେ ମନୋନୀତ ହୋଇଥିବା ରାଇକିଆ ସରପଞ୍ଚ ଶ୍ରୀମତୀ ଗୀତାଞ୍ଜଳି ନାୟକଙ୍କୁ ଭାଜପା ପକ୍ଷରୁ ଅଭିନନ୍ଦନ ସହ ସମ୍ବର୍ଦ୍ଧିତ କରାଯାଇଛି। ଦଳରେ ତାଙ୍କର ଦାୟିତ୍ୱ ଓ ସାଙ୍ଗଠନିକ କାର୍ଯ୍ୟକୁ ନେଇ ଦଳୀୟ…

    Continue reading
    କଂଗ୍ରେସ ତୁଷ୍ଟୀକରଣ ରାଜନୀତିରେ ମାତିଛି :ଶାହ

    ଦେଶର ଜାତୀୟ ଗୀତ ବନ୍ଦେ ମାତରମ ଗାନକୁ ନେଇ ବିବାଦ। ସରକାରୀ କାର୍ଯ୍ୟକ୍ରମରେ ବନ୍ଦେ ମାତରମର ୬ଟି ଷ୍ଟାଞ୍ଜା ଗାନ କରିବାକୁ ସରକାର କରିଥିବା ନିୟମକୁ ମାନିବାକୁ ମନା କରି ଦେଇଛି କଂଗ୍ରେସ। ୬ ଷ୍ଟାଞ୍ଜା ବଦଳରେ କଂଗ୍ରେସ ୧୯୩୭ରେ ଅନୁମୋଦନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ