ପ୍ରମିଳା ମଲ୍ଲିକ ହେଲେ ପିଏସି କମିଟି ଅଧ୍ୟକ୍ଷ

ଭୁବନେଶ୍ୱର: ବାଚସ୍ପତି ଗଠନ ଗଲେ ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ସହ ଅନ୍ୟାନ୍ୟ ୩୫ରୁ ଅଧିକ କମିଟି। ପିଏସି କମିଟି ଅଧ୍ୟକ୍ଷ ହେଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ରାମଚନ୍ଦ୍ର କାଡାମ, ଅରୁଣ ସାହୁ. ଗଣେଶ୍ୱର ବେହେରା, ସନାତନ ବିଜୁଳିଙ୍କ ଭଳି ୧୧ବିଧାୟକ ସଦସ୍ୟ ରହିଛନ୍ତି।

ପ୍ରିଭିଲେଜ କମିଟିର ଅଧ୍ୟକ୍ଷ ଜୟନାରାୟଣ ମିଶ୍ର ରହିଥିବା ବେଳେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ସଦସ୍ୟ ଅଛନ୍ତି।

ସେହିଭଳି ୧୦ଟି ଷ୍ଟାଣ୍ଡିଂ କମିଟି ଘୋଷଣା କରିଛନ୍ତି ବାଚସ୍ପତି। ଷ୍ଟାଣ୍ଡିଂ କମିଟି ୧ର ଅଧ୍ୟକ୍ଷ ସିଦ୍ଧାନ୍ତ ମହାପାତ୍ର, ୨ର ଅଧ୍ୟକ୍ଷ ସନ୍ତୋଷ ଖଟୁଆ, ୩ ର ବାବୁ ସିଂ, ୫ର ବିଭୁତି ପ୍ରଧାନ, ୬ର ରାମଚନ୍ଦ୍ର କାଡାମ, ୯ର ସନାତନ ବିଜୁଳି ଏବଂ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ପୁନର୍ବାର ୨୦୨୬-୨୭ ବର୍ଷ ପାଇଁ ଷ୍ଟାଣ୍ଡିଂ କମିଟି ୧୦ର ଅଧକ୍ଷ ଭାବେ ଚୟନ କରାଯାଇଛି। ଲାଇବ୍ରେରୀ କମିଟିର ଅଧକ୍ଷ ଭାବେ ଆକାଶ ଦାସ ନାୟକ ଚୟନ ହୋଇଥିବା ବେଳେ ସଦସ୍ୟ ଭାବେ ସ୍ଥାନ ପାଇଛନ୍ତି ୧୧ ନିଲମ୍ବିତ ବିଧାୟକ।

  • Related Posts

    ବବି-ସୁଜାତା ବୈଠକ

    ଭୁବନେଶ୍ୱର: ଗୁରୁବାର ଶଙ୍ଖ ଭବନରେ ପହଞ୍ଚି ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ବିଜୁ ଜନତା ଦଳରେ ବିଧିବଦ୍ଧଭାବେ ସାମିଲ ହୋଇଥିଲେ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସୁଜାତା ଶଙ୍ଖ ଧରିଥିଲେ । ତେବେ ବିଜେଡିର ଏହି ସାମିଲ ଉତ୍ସବରେ ବିଜେଡିର…

    Continue reading
    ଇତିହାସର ଅଲିଭା କଳାଦାଗ- “ଜରୁରୀକାଳିନ ପରିସ୍ଥିତି”: ବିଜେପି

    ଭୁବନେଶ୍ୱର: ସମ୍ବିଧାନ ହତ୍ୟା ଦିବସ ଭାରତୀୟ ଗଣତନ୍ତ୍ରର ଏକ କଳା ଅଧ୍ୟାୟ । ଦେଶରେ ଗଣତନ୍ତ୍ର ଓ ସମ୍ବିଧାନକୁ କଂଗ୍ରେସ ବାରମ୍ବାର ହତ୍ୟା କରିବାକୁ ଚେଷ୍ଟା କରିଛି । ୫୧ ବର୍ଷ ପୂବେ କଂଗ୍ରେସ ପକ୍ଷରୁ ଲଗାଯାଇଥିବା ଜରୁରୀକାଳୀନ ପରସ୍ଥିତି ହେଉଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ