ଫକୀରମୋହନ ଛାତ୍ରୀ ଆତ୍ମାହୁତି ଘଟଣା : ତଦନ୍ତରୁ ହଟିଲେ ଏସ୍‌. ସାଇନି

ବାଲେଶ୍ବର : ବାଲେଶ୍ବର ଫକୀରମୋହନ ଛାତ୍ରୀ ଆତ୍ମାହୁତି ଘଟଣା ତଦନ୍ତରୁ ହଟିଲେ ଏସ୍‌. ସାଇନି । CAW ଆଇଜି ଏସ୍‌. ସାଇନି ତଦନ୍ତରୁ ଅନ୍ତର ହୋଇଛନ୍ତି । ତଦନ୍ତ ନୀରିକ୍ଷଣ କରିବେ କ୍ରାଇମବ୍ରାଞ୍ଚ SP ଅନିରୁଦ୍ଧ ରାଉତରାୟ ।

ସେପଟେ ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି କ୍ରାଇମବ୍ରାଞ୍ଚ ଏସ୍‌ପି ଅନିରୁଦ୍ଧ ରାଉତରାୟ । ସେ କହିଛନ୍ତି, ମୁଁ ତଦନ୍ତର ରିଭ୍ୟୁ କରିବାକୁ ଆସିଛି । ଅଗ୍ରଗତି ନେଇ ଡିଜିଙ୍କୁ ରିପୋର୍ଟ ଦେବି । ଏହା ଏକ ନିରନ୍ତର ପ୍ରକ୍ରିୟା, ପ୍ରତ୍ୟେକ ଦିଗକୁ ବିଚାର କରୁଛୁ । ଆମେ ସତ୍ୟ ଓ ତଥ୍ୟ ବାହାର କରୁଛୁ ।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ