‘ଫୁଲ’ ଧରିବେ ଭାସ୍କର ରାଓ

ଭୁବନେଶ୍ବର,21।12:ରାୟଗଡ଼ାର ଟାଣୁଆ ନେତା ଏନ ଭାସ୍କର ରାଓ ବିଜେପିରେ ସାମିଲ୍‌ ହେବେ । ଦୀର୍ଘ ଦୁଇ ଦଶନ୍ଧି ଧରି ସେ ରାୟଗଡ଼ା ସହ ଅବିଭକ୍ତ କୋରାପୁଟରେ ପ୍ରଭାବ ବିସ୍ତାର କରି ଆସୁଛନ୍ତି । ଗତ ନିର୍ବାଚନରେ ତାଙ୍କ ପାଇଁ ରାୟଗଡ଼ା ବିଜେଡ଼ି ଶୂନ୍ୟ ହୋଇଗଲା ବୋଲି କୁହାଯାଉଛି । ରାଜ୍ୟସଭା ସାଂସଦ ଥିବା ଭାସ୍କର ରାଓ ବିଜୁ ଜନତା ଦଳ ଛାଡ଼ି ନୂଆ ଦଳ ଗଢ଼ିବା ନେଇ ସଂକେତ ଦେଇଥିଲେ । ବିଜୁ ସ୍ୱାଭିମାନ ମଞ୍ଚ ନାମରେ ସେ ଏକ ରାଜନୈତିକ ସଂଗଠନ ଗଢ଼ିଥିଲେ । କିନ୍ତୁ ସେଥିରେ ଭବିଷ୍ୟତ ନଥିବା ଭାସ୍କର ଅନୁଭବ କରିଛନ୍ତି । ତେଣୁ ବିଜେପିରେ ଯୋଗଦେଇ ଅବିଭକ୍ତ କୋରାପୁଟରେ ସେ ଦଳକୁ ମଜବୁତ କରିବା ପାଇଁ ରଣନୀତି କରିଛନ୍ତି ।

Related Posts

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା

କୋରାପୁଟ: ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିବେ। ନୂଆଦିଲ୍ଲୀରୁ ବିଶାଖାପାଟଣା ଦେଇ ରାଜନାଥ ସିଂ ସିଧାସଳଖ ସୁନାବେଡ଼ାର ଟିଟିଏସ୍‌…

Continue reading
୨୬ ବରିଷ୍ଠ ଓଏଏସ ଅଫିସରଙ୍କ ବଦଳି

ରାଜ୍ୟ ସରକାର ୨୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ଦୁଇଟି ପୃଥକ ବିଜ୍ଞପ୍ତିରେ ଓଏଏସ୍ ଅଫିସରମାନଙ୍କ ଅଦଳବଦଳ ହୋଇଛି। ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ସାଫଲ୍ୟମଣ୍ଡିତ ପ୍ରଧାନଙ୍କୁ ବିଏମସି ଅତିରିକ୍ତ କମିଶନର…

Continue reading

Leave a Reply

Your email address will not be published. Required fields are marked *

You Missed

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ