ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ। ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। କ୍ରମେ ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପ ରୂପ ନେବ। ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅବପାତ ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଲଘୁଚାପର ପ୍ରଭାବ କିଭଳି ରହିବ, ଏଯାଏଁ ସ୍ପଷ୍ଟ ହୋଇନି।ଅନ୍ୟପକ୍ଷରେ ରାଜ୍ୟରେ ଖସୁଛି ପାରଦ। ଧୀରେ ଧୀରେ ବଢ଼ୁଛି ଶୀତ। ରାଜ୍ୟରେ ବର୍ତ୍ତମାନ ଜାରି ରହିଛି ଶୀତ ଲହରି। ଘରୁ ବାହାରିଲେ କୋହଲା ପବନ ବୋହୁଛି। ରାତି ଯେତେ ଯେତେ ବଢୁଛି ତାପମାତ୍ରା ସେତେ ଖସିବାରେ ଲାଗିଛି। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୂତ ହେଉଛି। ଆଗାମୀ ୪ ଦିନ ପଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ନାହିଁ।

  • Related Posts

    ଗାନ୍ଧୀ ମାର୍ଗରେ ରିହର୍ସଲ ପରେଡ୍‌

    ୭୯ ତମ ସ୍ବାଧିନତା ଦିବସ ପାଇଁ ପ୍ରସ୍ତୁତି ଅବସରରେ ଭୁବନେଶ୍ବର ଗାନ୍ଧୀମାର୍ଗରେ ଆଜି ପରେଡ୍‌ ରିହର୍ସଲ ଆୟୋଜିତ ହୋଇଛି । ଚଳିତ ବର୍ଷ ପୁଲିସ ବ୍ୟାଣ୍ଡ ସହ ବିଭିନ୍ନ ସ୍କୁଲର ବ୍ୟାଣ୍ଡ ମଧ୍ୟ ପରେଡ୍‌ ସମାରୋହରେ ତାଙ୍କ କମାଲ ଦେଖାଇବେ ।…

    Continue reading
    ମେଡିକାଲ ଛାତରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ରୋଗୀ

    ବୁର୍ଲା : ବୁର୍ଲା ଭିମସାରରେ ଅଘଟଣ। ମେଡିକାଲ ଛାତରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ରୋଗୀ। ମେଡିକାଲର ପ୍ରଥମ ମହଲାରୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଯୁବକ ଜଣଙ୍କ ବରଗଡ଼ ଜିଲ୍ଲା ବିଜେପୁର ଥାନା ଭାଟିଗାଓଁର ସୁବୀର ସରିଦାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    Promoting Ayush systems of medicine at global level

    MSDE Hosts Consultative Workshop to Drive National Scheme for ITI Upgradation in Odisha

    Nationwide Digital Life Certificate Campaign 4.0 from 1st to 30th November, 2025

    210 Panchayat Leaders to attend Independence Day Celebrations in New Delhi as Special Guests

    ଗାନ୍ଧୀ ମାର୍ଗରେ ରିହର୍ସଲ ପରେଡ୍‌

    ଗାନ୍ଧୀ ମାର୍ଗରେ ରିହର୍ସଲ ପରେଡ୍‌

    ଘନେଇଲା ଭାରତ-ପାକିସ୍ତାନ ଯୁଦ୍ଧ ଆଶଙ୍କା

    ଘନେଇଲା ଭାରତ-ପାକିସ୍ତାନ  ଯୁଦ୍ଧ ଆଶଙ୍କା