ବଢିଲା ସଚିବଙ୍କ ଜିଲ୍ଲା ଗସ୍ତ ଅବଧି

ଭୁବନେଶ୍ୱର: ବଢିଲା ବାବୁଙ୍କ ଜିଲ୍ଲା ଗସ୍ତ ଅବଧି । ସଚିବମାନଙ୍କ ଜିଲ୍ଲା ଗସ୍ତ କାର୍ୟ୍ୟକ୍ରମକୁ ଆସନ୍ତା ଏପ୍ରିଲ ୩୦ ତାରିଖ ପର୍ୟ୍ୟନ୍ତ ବୃଦ୍ଧି କରାଯାଇଛି । ଏହି ସମୟ ମଧ୍ୟରେ ବରିଷ୍ଠ ଅଧିକାରୀମାନେ ନିର୍ଦ୍ଧାରିତ ଜିଲ୍ଲାକୁ ଅତି କମରେ ୨ ଦିନ ପାଇଁ ଗସ୍ତ କରିବେ। ସେଠାରେ ଗୋଟିଏ ରାତି ବିତାଇବେ। ଜିଲ୍ଲା ଗସ୍ତ ବେଳେ ସଚିବମାନେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା, ଅନ୍ତ୍ୟୋଦୟ ଗୃହ ଯୋଜନା, ପାନୀୟ ଜଳ ଯୋଗାଣ, ସେତୁବନ୍ଧ ଯୋଜନା, ପଞ୍ଚସଖା ଶିକ୍ଷା ସେତୁ, ସୁଭଦ୍ରା ଯୋଜନା, ପୋଷଣ ଅଭିଯାନ ଭଳି ସମସ୍ତ ସରକାରୀ ଯୋଜନାର କାର୍ୟ୍ୟକାରିତା ନେଇ ସମୀକ୍ଷା କରିବେ। ତା ସହ ଆଦିବାସୀ ହଷ୍ଟେଲରେ ଛାତ୍ରଛାତ୍ରୀଙ୍କ ସହ ସଚିବମାନେ ଆଲୋଚନା କରିବେ। ପୂର୍ବରୁ ସଚିବମାନଙ୍କ ଜିଲ୍ଲା ଗସ୍ତ ଅବଧି ମାର୍ଚ୍ଚ ୩୧ ପର୍ୟ୍ୟନ୍ତ ଥିଲା। ଆଜି ଉନ୍ନୟନ କମିଶନର ଅନୁ ଗର୍ଗ ପୁଣି ଏକ ଚିଠି କରି ଏପ୍ରିଲ ୩୦ ପର୍ୟ୍ୟନ୍ତ ଏହାକୁ ବୃଦ୍ଧି କରିଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ