ବନକଲାଗି ନୀତି: ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ। ଆଜି କାର୍ତ୍ତିକ ମାସର କୃଷ୍ଣପକ୍ଷ ଦଶମୀ ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ସମ୍ପନ୍ନ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ସ୍ୱତନ୍ତ୍ର ନୀତି ଆରମ୍ଭ ହେବ।

ବନକଲାଗି ନୀତି ଶ୍ରୀବିଗ୍ରହଙ୍କ ଏକ ସ୍ୱତନ୍ତ୍ର ନୀତି। ଏହି ନୀତି ସମୟରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରଖାଯାଇଥାଏ। ତେଣୁ ଆଜି ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ଏହି ସମୟକୁ ଧ୍ୟାନରେ ରଖି ଶ୍ରୀମନ୍ଦିର ଆସିବାକୁ ଭକ୍ତମାନଙ୍କୁ ପରାମର୍ଶ।

  • Related Posts

    ଯୁକ୍ତ୨ ନାମଲେଖା: ତୃତୀୟ ପର୍ଯ୍ୟାୟରେ ୧୦,୧୫୮ ଛାତ୍ରୀଛାତ୍ର ମନୋନୀତ

    ଭୁବନେଶ୍ୱର: ଯୁକ୍ତ୨ ନାମଲେଖାର ତୃତୀୟ ପର୍ଯ୍ୟାୟ ଚୟନ ପ୍ରକ୍ରିୟାରେ ୧୦,୧୫୮ ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୧୦,୫୦୨ଜଣ ଆବେଦନ କରିଥିଲେ। ଚୟନ ହୋଇଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରେ କଳା ବିଭାଗରେ ସର୍ବାଧିକ ୬,୦୯୮ ଜଣ ଥିବାବେଳେ ବିଜ୍ଞାନରେ ୨,୩୮୪,…

    Continue reading
    ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି ଦାୟିତ୍ୱ

    ଭୁବନେଶ୍ୱର: ରାଜ୍ୟରେ ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ଗତିଶୀଳ ଏବଂ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଗୁରୁବାର ଏକ ବଡ଼ଧରଣର ଆଇଏଏସ୍ ସ୍ତରୀୟ ଅଦଳବଦଳ କରିଛନ୍ତି। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ ଅଧିକାରୀମାନଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ବରିଷ୍ଠ ଆଇଏଏସ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି