ବନ୍ୟା: ୫୦୩ଟି ଗାଁର ୨ ଲକ୍ଷ ୭୦ ହଜାର ୨୧୨ ଜଣ ଲୋକ ପ୍ରଭାବିତ

ରାଜ୍ୟର ୬ଟି ଜିଲ୍ଲାର ୫୨ଟି ବ୍ଲକ୍ ବନ୍ୟାରେ ପ୍ରଭାବିତ। ବନ୍ୟା ସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଗତ ୪୮ ଘଣ୍ଟାରେ ରାଜ୍ୟର ୫୦୩ଟି ଗାଁର ୨ ଲକ୍ଷ ୭୦ ହଜାର ୨୧୨ ଜଣ ଲୋକ ପ୍ରଭାବିତ ହୋଇଛନ୍ତି। ସର୍ବାଧିକ ପ୍ରଭାବିତ ହୋଇଛନ୍ତି ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାର ଲୋକେ।

୯୩ ହଜାର ୪୦୬ ଜଣଙ୍କୁ ସ୍ଥାନାନ୍ତର କରାଯାଇ ବିଭିନ୍ନ ରିଲିଫ୍ ସେଣ୍ଟରରେ ରଖାଯାଇଛି। ସେମାନଙ୍କ ପାଇଁ ୨୨୨ଟି ମାଗଣା ରନ୍ଧାଖାଦ୍ୟ କେନ୍ଦ୍ର ଖୋଲାଯାଇଛି। ବିଗତ ଦୁଇ ଦିନରେ ପ୍ରାୟ ୩ ହଜାର ୭୦୦ ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ତେବେ ସୁବର୍ଣ୍ଣରେଖାର ରାଜଘାଟ ଓ ମଥନୀକୁ ଛାଡ଼ି ଅନ୍ୟ ସ୍ଥାନରେ ବନ୍ୟା ସ୍ଥିତିରେ ସୁଧାର ଆସୁଥିବା ମନ୍ତ୍ରୀ କହିଛନ୍ତି।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ