ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ସିଡିଆଇ ଓ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ମନୋରଞ୍ଜନ ମଲ୍ଲିକଙ୍କୁ ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ରବିନାରାୟଣ ଜେଠୀଙ୍କୁ ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗର ଅତିରିକ୍ତ ସଚିବ, କସ୍ତୁରୀ ପ୍ରଧାନଙ୍କୁ ଓଡ଼ିଶା ବିଧାନସଭା ଯୁଗ୍ମ ସଚିବ, ଗଦାଧର ପାତ୍ରଙ୍କୁ ଓଡ଼ିଶା ଖଦୀ ଓ ଗ୍ରାମୋଦ୍ୟୋଗ ବୋର୍ଡର ଉପଶାସନ ସଚିବ, ପ୍ରଣବ କୁମାର ବେହେରାଙ୍କୁ ଓକାକ୍‌ର ଓଏସ୍‌ଡି ଭାବେ, ସିରିୟଲ୍‌ ଶୁଭ୍ରପଟେଲ୍‌ଙ୍କୁ ବାଲେଶ୍ବର ପୌରପାଳିକା ନିର୍ବାହୀ ଅଧିକାରୀ, କ୍ଷୀରାବ୍ଧିତନୟା ସାହୁଙ୍କୁ ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ରାୟଗଡ଼ା ଭାବେ ଅବସ୍ଥାପିତ କରାଯାଇଛି। ଜ୍ୟୋତି ପ୍ରକାଶ ସେଠୀଙ୍କୁ ଉଦଳା ପିଏ ଆଇଟିଡିଏ, ନରେନ୍ଦ୍ର ଖମାରୀଙ୍କୁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ, ନିର୍ଲିପ୍ତା ମହାନ୍ତିଙ୍କୁ ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗର ଉପଶାସନ ସଚିବ ଭାବେ ଅବସ୍ଥାପିତ କରାଯାଇଛି।

  • Related Posts

    ପାଇପ ଜଳଯୋଗାଣ ନେଇ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା ବୈଠକ

    ଭୁବନେଶ୍ୱର: ଖୋରଧା ଜିଲ୍ଲା ତଥା ଚିଲିକା ନିର୍ବାଚନ ମଣ୍ଡଳୀରେ ପାଇପ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ନେଇ ଏକ ସମୀକ୍ଷା ବୈଠକ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଲୋକସେବା…

    Continue reading
    ଓଡ଼ିଶାରେ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ

    ଭୁବନେଶ୍ୱର: ବନ୍ୟପ୍ରାଣୀ ସଂରକ୍ଷଣ, ବୈଜ୍ଞାନିକ ଗବେଷଣା, ପରିବେଶ ସଚେତନତା ଓ ଦାୟିତ୍ୱପୂର୍ଣ୍ଣ ଇକୋ-ଟୁରିଜମ୍‌କୁ ଅଧିକ ସୁଦୃଢ଼ କରିବାର ଲକ୍ଷ୍ୟ ନେଇ ଓଡ଼ିଶାରେ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ-୨୦୨୬ ଆଜି ଭୁବନେଶ୍ୱରସ୍ଥିତ ଲୋକସେବା ଭବନର ରାଜ୍ୟ ସମ୍ମିଳନୀ କେନ୍ଦ୍ରଠାରେ ଅନୁଷ୍ଠିତ ହୋଇଯାଇଛି। ଏହି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ