ବଲାଙ୍ଗିରରେ ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ

ବଲାଙ୍ଗିର: ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ । ଆଦି ସଂସ୍କୃତି ଆଦି ପରମ୍ପରାର ପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହେଲା । ବଲାଙ୍ଗିର ଶୈଳଶ୍ରୀ ପ୍ୟାଲେସ ଠାରେ ରବିବାର ଏନେଇ ତାରିଖ ଓ ସମୟ ଘୋଷଣା କରିଛନ୍ତି ରାଜ ପୁରୋହିତ । ମା’ ପାଟଣେଶ୍ୱରୀ, ମା’ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ସହ ପାଟଣା ମହାରାଜଙ୍କ ରାଶି ନକ୍ଷତ୍ର ଅନୁଯାୟୀ ପଣ୍ଡିତ ମହାସଭାରେ ଲଗ୍ନ ଧାର୍ଯ୍ୟ ନିର୍ଦ୍ଧାରିତ ହୋଇଛି ।

ତେବେ ଭାଦ୍ରବ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଆସନ୍ତା ମାସ ୨୮ ତାରିଖ ଦିନ ୯ଟା ୪୭ ମିନିଟ୍‌ରୁ ୧୧ଟା ୧୧ ମିନିଟ୍ ମଧ୍ୟରେ ନବାନ୍ନ ଲାଗି ହେବ । ନୂଆଁଖାଇର ଆଦ୍ୟ ପରମ୍ପରା ପ୍ରଥମ କାର୍ଯ୍ୟ ଯାହା କି ଏହି ଲଗ୍ନ ଧାର୍ଯ୍ୟ ପରମ୍ପରା । ପ୍ରତିବର୍ଷ ବଲାଙ୍ଗିର ଜିଲ୍ଲାରେ ପ୍ରଥମେ ଧାର୍ଯ୍ୟ ହୋଇଥାଏ ନୂଆଁଖାଇ ଲଗ୍ନ ।

  • Related Posts

    ରାଇକିଆ ଭାଜପାର ପ୍ରଥମ ମଣ୍ଡଳସ୍ତରୀୟ କାର୍ଯ୍ୟକାରିଣୀ ବୈଠକ

    ସାଂଗଠନିକ ଶକ୍ତି ବୃଦ୍ଧି ଓ ଦଳୀୟ କାର୍ଯ୍ୟକ୍ରମକୁ ଗୁରୁତ୍ୱ, ଯୋଗଦେଲେ ରାଜ୍ୟ ଓ ଜିଲ୍ଲାସ୍ତରୀୟ ନେତୃବୃନ୍ଦ ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ମଣ୍ଡଳ ଭାରତୀୟ ଜନତା ପାର୍ଟି ପକ୍ଷରୁ ପ୍ରଥମ ମଣ୍ଡଳସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ସଙ୍କଟମୋଚନ ହନୁମାନ ମନ୍ଦିର ପରିସରରେ…

    Continue reading
    ୩,୫୯୦ କୋଟିର ଋଣ ଜାଲିଆତି ଜିପିଆଇଏଲ୍‌ରେ ଇଡି ଚଢ଼ଉ

    ଭୁବନେଶ୍ବର: କୋଟି‌େ‌କାଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲାରେ ପଶ୍ଚିମବଙ୍ଗ ଏବଂ ଓଡ଼ିଶାରେ ଥିବା ଗୁପ୍ତା ପାୱାର ଇନ୍‌ଫ୍ରାଷ୍ଟ୍ରକ୍ଚର ଲିମିଟେଡ୍‌ (ଜିପିଆଇଏଲ୍‌) ଏବଂ ଏହାର ସହସଂସ୍ଥାଗୁଡ଼ିକ ଉପରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଚଢ଼ଉ କରିଛି। ପଶ୍ଚିମବଙ୍ଗ ଓ ଓଡ଼ିଶାର ମୋଟ ୯ଟି ସ୍ଥାନରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ