ବାଇକରେ ଗୋଡ଼ାଇ ଗୋଡ଼ାଇ ଗୁଳିମାଡ଼

କୋରେଇ : କୋରେଇ ଥାନା କନ୍ତୋର ପଞ୍ଚାୟତର ପୂର୍ବକୋଟ ଅଞ୍ଚଳରେ ଗୁଳିମାଡ଼ । ବାଇକରେ ଗୋଡ଼ାଇ ଗୋଡ଼ାଇ ଗୁଳିମାଡ଼ କରିଛନ୍ତି ୨ ଯୁବକ । ଅନ୍ୟପଟେ ଗୁଳିମାଡ଼ରୁ ଅଳ୍ପକେ ବର୍ତି ଯାଇଛନ୍ତି ୩ ଯୁବକ । କୋରେଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିବାବେଳେ ଗୁଳି ବାଜିଥିବା ବାଇକ ସହ ଗୋଟିଏ ଖୋକା ଜବତ କରିଥିବା ସୂଚନା ମିଳିଛି । ବନ୍ଧୁକ ଧରି ବାଇକରେ ଗୋଡ଼ାଉ ଥିବାର ସିସିଟିଭି ଭିଡ଼ିଓ ମିଳିଛି ।

ଦୁଇ ଦୃବୁର୍ତ୍ତ ଲଗାତାର ଗୁଳି ମାରୁଥିବାର ସିସିଟିଭିରେ ଦେଖିବାକୁ ମିଳିଛି । ବାଇକରେ ଗୋଡାଇ ଗୋଡାଇ ଗୁଳି ମାରିଛନ୍ତି। ଯେପରି ପୁଲିସକୁ ଦୁବୃର୍ତ୍ତଙ୍କର ଟିକିଏ ବି ଖାତିର ନାହିଁ । ଏପରିକି ଆଇନଶୃଙ୍ଖଳାକୁ ଫୁ କରି ଉଡାଇ ଦେଇଛନ୍ତି ଦୁବୃର୍ତ୍ତ । ଦିନ ଦ୍ବିପ୍ରହରରେ ଏଭଳି ଗୁଳିକାଣ୍ଡ ଘଟଣା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି ।

  • Related Posts

    ଶ୍ରୀମଦ୍ ଭାଗବତ ସପ୍ତାହ ଉଦଯାପିତ

    ନିମାପଡ଼ା: ନିମାପଡ଼ା ଏନଏସି ୯ ନଂ ୱାର୍ଡ ଅଣ୍ଢିଆସାହି ମା’ ଦକ୍ଷିଣେଶ୍ୱରୀଙ୍କ ପୀଠରେ ଶ୍ରୀମଦ୍ ଭାଗବତ ସପ୍ତାହ ଅନୁଷ୍ଠିତ ହୋଇଯାଇଛି । ଏହି ଧାର୍ମିକ ଉତ୍ସବକୁ ବାବାଜୀ ବୈକୁଣ୍ଠ ଦାସ ମହାରାଜ ଉଦ୍ଘାଟନ କରିଥିଲେ। ମା’ ଦକ୍ଷିଣେଶ୍ୱରୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ…

    Continue reading
    ତ୍ରିନାଥ ଦେବଙ୍କ ନୂତନ ମନ୍ଦିର ପ୍ରତିଷ୍ଠା

    ନିମାପଡ଼ା: ଏହି ବ୍ଲକ ଡେଣୁଅଁ ପଂଚାୟତ ଅନ୍ତର୍ଗତ ଆଳିପିଙ୍ଗଳ ଗ୍ରାମ ବାବା ବଟେଶ୍ଵର ଛକ ନିକଟରେ ତ୍ରିନାଥ ଦେବଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଘଣ୍ଟ,ହୁଳହୁଳି, ମନ୍ତ୍ର ଧ୍ବନିରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ ହେବା ସହ ଏକ ଭକ୍ତିମୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ