ବାଇକ ଦୁର୍ଘଟଣଗ୍ରସ୍ତ, ଦୁଇଜଣ ମୃତ

ଲକ୍ଷ୍ମୀପ୍ରସାଦ: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନକ୍ଷପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ ଦୁର୍ଘଟଣା ହେବାରୁ ବଡ଼ ଓ ସାନ ଦୁଇ ଭାଇ ମୃତ ହୋଇଥିବା ବେଳେ ମଝିଆ ଭାଇ ଗୁରୁତର ହୋଇଥିବା ଜଣା ପଡିଛିକ୍ଷ ବୁଧବାର ରାତ୍ର ୯ଟାରେ ବୌଦ୍ଧ ବ୍ଲକ ମୁଣ୍ଡିପଦର ପଂଚାୟତ ପଳସପାଟ ଗ୍ରାମର ଗୋଟିଏ ପରିବାରର ତିନି ଭାଇ ତାଙ୍କ ଟିଭିଏସ ରାଇଡ଼ର ଗାଡ଼ିରେ ଜହ୍ନକ୍ଷପଙ୍କ ପଟୁ ନିଜ ଗ୍ରାମକୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ପନ୍ଥାଇ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲେକ୍ଷ

ଗାଡ଼ିଟି ଦ୍ରୁତଗତିରେ ଯାଉଥିବା ବେଳେ ରାସ୍ତାକଡରେ ଥିବା ତିନୋଟି ପିଲର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି ଏବଂ ଗାଡିଟି ରାସ୍ତା କଡରେ ଥିବା ୧୦ପୁଟ ଡ୍ରେନ ତଳେ ପଡିଯାଇଛି କ୍ଷ ଏଥିରେ ଗାଡ଼ିରେ ଥିବା ତିନି ଭାଇ ଦିଲ୍ଲୀପ ଉର୍ମା (୩୫), ବିଦୟ ଉର୍ମା (୨୧), ରୋହିତ ଉର୍ମା (୨୫) ଛିଟିକି ପଡ଼ିଥିଲେ କ୍ଷ ସ୍ଥାନୀୟ ଲୋକେ ଉଭୟ ତିନି ଜଣଙ୍କୁ ଉଦ୍ଧାର କରି ଦୁଇଟି ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ଡାକ୍ତରଖାନା ନେଇଥିଲେକ୍ଷ ଡାକ୍ତର ଚିକିତ୍ସା ଚାଲିଥିବା ବେଳେ ଦିଲ୍ଲୀପ ଓ ବିଦୟଙ୍କ ମୃତ ଘୋଷଣା କରିଥିଲେକ୍ଷ ଗୁରୁତର ଆହତ ହୋଇଥିବା ରୋହିତ ଉର୍ମାକୁ ଅବସ୍ଥା ଗୁରୁତର ହେବାରୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି କ୍ଷ ଘଟଣା ସ୍ଥଳରେ ଜହ୍ନକ୍ଷପଙ୍କ ଫାଣ୍ଡି ଅଧିକାରୀ ବ୍ରହ୍ମାନନ୍ଦ ପ୍ରଧାନ ପହଂଚି ବାଇକକୁ ଜବଦ କରିବା ସହ ତଦନ୍ତ କରୁଥିବା ଜଣାପଡିଛି କ୍ଷ

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ