ବାଘ ଛାଲ ଡ଼ିଲ ବେଳେ ୨ ଗିରଫ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଆଜି ବାଘଛାଲ ବିକ୍ରି ପାଇଁ ମୂଲଚାଲ ଚାଲିଥିବା ବେଳେ ଏସ୍‌ଟିଏଫ୍‌ର ଟିମ୍‌ ଅତର୍କିତ ଚଢ଼ାଉ କରି ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି।
ଭୁବନେଶ୍ୱରରେ ବାଘ ଛାଲ ଡ଼ିଲ ବେଳେ ଏସ୍‌ଟିଏଫ୍‌ର ଟିମ୍‌ ଅତର୍କିତ ଚଢ଼ଉ କରିଥିଲେ। ଫନ୍ଫୋଭ୍ୟାଲି ରୋଡ଼ରେ ଅଢେଇ ଲକ୍ଷ ଟଙ୍କାରେ ଛାଲ ବିକ୍ରି କରିବା ପାଇଁ ଦୁଇ ଅଭିଯୁକ୍ତ ଭୁବନେଶ୍ୱର ଆସିଥିଲେଓ ତେବେ ଏହି ଡିଲ ଚାଲିଥିବା ବେଳେ ଏସ୍‌ଟିଏଫ୍‌ ଅତର୍କିତ ଚଢ଼ାଉ କରିଥିଲା।
ଏସ୍‌ଟିଏଫ୍‌ ଏସ୍‌ପି ରବି ଶତପଥୀ କହିଛନ୍ତି, ବାଘ ଛାଲ ଜବତ କରାଯାଇଛି। ଯେଉଁ ବାଘକୁ ଶିକାର କରାଯାଇଛି, ଏହାର ବୟସ ପାଖାପାଖି ୧୦ ବର୍ଷ ହେବ। ନୟାଗଡ଼ର ବାଣୀଗୋଚ୍ଛା ଜଙ୍ଗଲରେ ବାଘ ଶିକାର କରାଯାଇଥିଲା। ବାଘ ଛାଲ ଜବତ ହୋଇଛି। କିନ୍ତୁ ବାଘର ଅନ୍ୟ ସବୁ ଜିନିଷ ମିଳିପାରି ନାହିଁଓ ବାଘର ନଖ, ମାଂସ, ଦାନ୍ତ ଆଦି କୁଆଡେ ଗଲା ସେନେଇ ଖୋଳତାଡ଼ ଜାରି ରହିଛି। ଏସ୍‌ଟିଏଫ୍‌ ଟିମ୍‌ ବାଘର ମୃତ୍ୟୁ ହୋଇଥିବା ସ୍ଥାନକୁ ଯାଇ ସର୍ଜମିନ ତଦନ୍ତ ଆରମ୍ଭ କରାଯିବା।

  • Related Posts

    ରାଜଧାନୀରେ ହଣାକଟା

    ଭୁବନେଶ୍ୱର: ରାଜଧାନୀରେ ଅସାମାଜିକଙ୍କ ଆତଙ୍କରାଜ । ବିଳମ୍ବିତ ରାତିରେ ବୁଲିଲା ଖଣ୍ଡା । ଭୁବନେଶ୍ବରରେ ହଣାକଟା । ରାତିରେ ଘରକୁ ଫେରୁଥିବା ବେଳେ ଗାଙ୍ଗୁରାମ ମିଠା ଦୋକାନୀ ମିସ୍ତ୍ରୀଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । କିଛି ଦୁର୍ବୃତ୍ତ ଖଣ୍ଡାରେ ଗୋଡ଼ାଇ ଗୋଡ଼ାଇ…

    Continue reading
    ନାବାଳିକା ମୃତ୍ୟୁ; ବାପା-ପୁଅ ଅଟକ

    ରାଜନଗର: କେନ୍ଦ୍ରାପଡ଼ା ରାଜନଗର ବଡ଼କୋହ୍ଲା ଗାଁରେ ୭ ବର୍ଷର ନାବାଳିକାଙ୍କ ମୃତଦେହ ଉଦ୍ଧାର ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖିଛି ରାଜନଗର ପୋଲିସ। ଗତକାଲି ବିଳମ୍ବିତ ରାତିରେ ବେଣୁ ଚରଣ ଦାସ ଓ ତାଙ୍କ ପୁଅକୁ ପ୍ରଶାନ୍ତ ଦାସକୁ ପୋଲିସ ଉଠାଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ