ବାଘ ଛୁଆର ମୃତଦେହ ଠାବ

ଘଟଗାଁ: ପିଠାଗୋଳା ଜଙ୍ଗଲରୁ ଏକ ବାଘ ଛୁଆର ମୃତଦେହ ଠାବ ହୋଇଛି । ବାଘ ଛୁଆଟିର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ବନ ବିଭାଗର ଏକ ଟିମ୍‌ ମୃତଦେହ ଜବତ କରି ତଦନ୍ତ ଚଳାଇଛି । କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳ ପିଠାଗୋଳା ଜଙ୍ଗଲରେ ଏବଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ପିଠାଗୋଳା ଜଙ୍ଗଲରେ ଏକ ବାଘ ଛୁଆର ମୃତଦେହ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ବନ ବିଭାଗର କର୍ମଚାରୀଙ୍କୁ ଖବର ଦେଇଥିଲେ । ଖବର ପାଇ ବନ ବିଭାଗର ଏକ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚିଥିଲେ । ସେଠାରେ ପହଞ୍ଚି ବାଘ ଛୁଆଟିର ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । ଏହା ସହ ବାଘ ଛୁଆଟିର ମୃତ୍ୟୁର କାରଣ ଖୋଜି ତଦନ୍ତ ଚଳାଇଛି ବନ ବିଭାଗ ଟିମ୍‌ ।

  • Related Posts

    ଆଜିଠୁ ଶ୍ରୀମନ୍ଦିରରେ ମହାକାର୍ତ୍ତିକ ନୀତି

    ପୁରୀ,: ଗୁରୁବାର ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀରୁ ଶ୍ରୀମନ୍ଦିରରେ ମହାକାର୍ତ୍ତିକ ନୀତିର ଶୁଭାରମ୍ଭ ହେବ । ଏହି ଅବସରରେ ଶ୍ରୀବିଗ୍ରହ ରାଧାଦାମୋଦର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ଠାକୁରଙ୍କୁ ସ୍ୱତନ୍ତ୍ର ବାଳଭୋଗ ଅର୍ପଣ କରାଯିବ । ଶ୍ରୀମନ୍ଦିର ନୀତି ନିର୍ଘଣ୍ଟ ଅନୁସାରେ…

    Continue reading
    ଇଣ୍ଡୋନେସିଆ ଫେରିଯିବେ ୫ ଓରାଙ୍ଗଉଟାନ!

    ଓରାଙ୍ଗଉଟାନ ଫେରାଇନେବ କି ଇଣ୍ଡୋନେସିଆ? ଭୋଗରାଇରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗଉଟାନଙ୍କ ପ୍ରତ୍ୟାବର୍ତ୍ତନ ନେଇ ଚର୍ଚ୍ଚା ଜୋର ଧରିଛି। ନନ୍ଦନକାନନ ସ୍ବତନ୍ତ୍ର ସେଲରେ ଅଛନ୍ତି ଉଦ୍ଧାର ଓରାଙ୍ଗଉଟାନ। ୫ ଓରାଙ୍ଗଉଟାନ ଶାବକଙ୍କୁ ଇଣ୍ଡୋନେସିଆ ନେବାକୁ ଉଦ୍ୟମ ଜାରି ରହିଛି। ଜାକର୍ତ୍ତା ସ୍ଥିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି