ବାଙ୍କୋରେ ଲାଗିଲା ମାଓ ପୋଷ୍ଟର

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା କ. ବଲାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ ଅଞ୍ଚଳରେ ଲାଗିଲା ମାଓ ପୋଷ୍ଟର। ସ୍ଥାନୀୟ ଲୋକେ ଆତଙ୍କିତ। ରାସ୍ତା କଡ଼ରେ ଥିବା ଏକ ଗଛରେ ଏହି ପୋଷ୍ଟର ସବୁ ଲଗାଯାଇଛି। ୨୮ ତାରିଖରୁ ଅଗଷ୍ଟ ୨ ତାରିଖ ପର୍ୟ୍ୟନ୍ତ ମାଓବାଦୀମାନେ ସହିଦ ସପ୍ତାହ ପାଳନ କରୁଛନ୍ତି। ସହିଦ ସପ୍ତାହକୁ ସଫଳ କରିବା ଲାଗି ମାଓବାଦୀମାନେ ଗ୍ରାମବାସୀଙ୍କୁ ଅନୁରୋଧ କରିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ପୋଷ୍ଟରଗୁଡ଼ିକୁ ଜବତ କରିଛି।

ସୂଚନାଯୋଗ୍ୟ, ମାଓବାଦୀମାନେ ମେ ମାସ ୨୭ ତାରିଖରେ ବାଙ୍କୋ ପଥର ଖାଦାନକୁ ଏକ ଗାଡ଼ିରେ ଯାଇଥିବା ୫ ଟନ ବିସ୍ଫୋରକ ଲୁଟି ନେଇଥିଲେ। ବର୍ତ୍ତମାନ ସୁଦ୍ଧା ସରଣ୍ଡାରୁ ୪ ଟନ ବିସ୍ଫୋରକ ଜବତ ହୋଇସାରିଛି। ଆହୁରି ୧ ଟନ ବିସ୍ଫୋରକ ମିଳିପାରିନାହିଁ।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ