ବାତ୍ୟା ଯୋଗୁଁ ମୋଟ୍ ୩୫ ଲକ୍ଷ ୯୫ ହଜାର ଲୋକ ସମ୍ପୂର୍ଣ୍ଣ ପ୍ରଭାବିତ: ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ଵର: ବାତ୍ୟା ଦାନା ପ୍ରଭାବରେ ୧୪ ଜିଲ୍ଲା ର ପ୍ରାୟ ୧୦୮ ବ୍ଲକ ଅନ୍ତର୍ଗତ ୧୬୭୧ଟି ପଞ୍ଚାୟତ ପ୍ରଭାବିତ ହୋଇଛି। ୩୧ଟି ସହରାଞ୍ଚଳର ୪୨୬ ଓ୍ବାର୍ଡ ବାସୀନ୍ଦା ମଧ୍ୟ ବାତ୍ୟା ଯୋଗୁଁ ପ୍ରଭାବିତ ହୋଇଛନ୍ତି। ବାତ୍ୟା ଯୋଗୁଁ ମୋଟ୍ ୩୫ ଲକ୍ଷ ୯୫ ହଜାର ଲୋକ ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଛନ୍ତି। ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ବାତ୍ୟା ସମୟରେ ୮ ଲକ୍ଷ ୧୦ ହଜାର ୮୯୬ ଜଣଙ୍କୁ ସ୍ଥାନାନ୍ତର କରାଯାଇଥିଲା। ୧ ଲକ୍ଷ ୨୫ ହଜାର ୯୧ଟି ଘର କ୍ଷତିଗ୍ରସ୍ତ ହୋଇଛି। ୭୫୫ ଜଣଙ୍କୁ ପାଲ ବଣ୍ଟନ କରାଯାଇଛି।  ସୋମବାର ଯଦି ପାଗ ଅନୁକୂଳ ରହେ ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାଲି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିପାରନ୍ତି ବୋଲି ରାଜସ୍ଵ ମନ୍ତ୍ରୀ ସୂଚନା ଦେଇଛନ୍ତି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ