ବାରକୋଟ ଥାନା ପୁଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ଦେବଗଡ଼:ବାରକୋଟ ଥାନା ପୁଲିସ ପକ୍ଷରୁ ଆଜି ଆମ୍ବକଟା ଗ୍ରାମରେ ଥିବା ସରକାରୀ ଆଇଟିଆଇ ପରିସରରେ ନିଶାମୁକ୍ତ ଗଠନ ଓ ସାଇବର କ୍ରାଇମ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବାରକୋଟ ଥାନା ଅଧିକାରୀ ସୁଶାନ୍ତ ବଢ଼େଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏସଆଇ ସନାତନ ନାୟକ,ଏଏସଆଇ ଅଞ୍ଜୁଲତା ନାଏକ,ଆଇଟିଆଇର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ସାମସି,ଡେପୁଟି ଟ୍ରେନିଂ ଅଫିସର ବିକାଶ ରଞ୍ଜନ ଦର୍ଜୀ,ହେନାମାଳିନୀ ମହନ୍ତ ଓ ମଣ୍ଟୁ ନାଗବଂଶୀ ପ୍ରମୁଖ ମଞ୍ଚାସିନ ରହି ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ନିଶା ର ଭୟାବହତା ଓ କୁ ପରିଣାମ ସମ୍ପର୍କରେ ସଚେତନ କରିଥିଲେ। ସେହିପରି ଭାବେ ପୁଲିସ ଅଧିକାରୀମାନେ ଆମ୍ବଗାଁ ନୋଡାଲ ସ୍କୁଲରେ ମଧ୍ୟ ନିଶାମୁକ୍ତ ସମାଜ ଓ ନିଶାମୁକ୍ତ ଓଡିଶା ଗଠନ ପାଇଁ ନିଶାଠାରୁ ଦୁରେଇ ରହିବାକୁ ଛାତ୍ରଛାତ୍ରୀ ମାନଙ୍କୁ ଶପଥ ପାଠ କରାଇଥିଲେ।

  • Related Posts

    ପିୟୁସିସି ଜରିମାନା ରାଶି ହ୍ରାସ

    ଭୁବନେଶ୍ଵର : ଗାଡି ମାଲିକ ଓ ଚାଳକଙ୍କୁ ବଡ଼ ଆଶ୍ଵସ୍ତି । ପିୟୁସିସି ଜରିମାନା ରାଶି ହ୍ରାସ କଲେ ରାଜ୍ୟ ସରକାର । ୨୦୧୯ ମସିହାରୁ ପ୍ରଦୂଷଣ ନିୟମ ଉଲଂଘନ ପାଇଁ ଧାର୍ଯ୍ୟ ହୋଇଥିବା ୧୦,୦୦୦ ଜରିମାନା ରାଶିକୁ ଏବେ ହ୍ରାସ…

    Continue reading
    ଆଜି ସାଢ଼େ ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

    ପୁରୀ: ଆଜି ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅବସରରେ ଶ୍ରୀମନ୍ଦିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ପ୍ରଥମ ଭୋଗମଣ୍ଡପ ନୀତି ଶେଷ ହେବାପରେ ଅପରାହ୍ନ ୨.୩୦ ଠାରୁ ସନ୍ଧ୍ୟା ୭.୦୦ଟା (ପାଖାପାଖି ୪.୩୦) ପର୍ଯ୍ୟନ୍ତ ସର୍ବସାଧାରଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ