ବିକଶିତ ଭାରତ ପାଇଁ ବଜେଟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ୨୦୨୫-୨୬ ବଜେଟକୁ ବିକଶିତ ଭାରତ ପାଇଁ ବଜେଟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ଏହି ବଜେଟରେ ମହିଳା ଉଦ୍ୟୋଗୀଙ୍କୁ ପାଇଁ ନୂତନ ସୁଯୋଗ ସହ ଆତ୍ମନିର୍ଭର କରିବା ନିମନ୍ତେ ବ୍ୟାପକ ବ୍ୟବସ୍ଥା ହୋଇଛି। ମୋଟ ୫ ଲକ୍ଷ ଅନୁସୂଚିତ ଜାତି/ଅନୁସୂଚିତ ଜନଜାତି ମହିଳା ଉଦ୍ୟୋଗୀଙ୍କୁ ଆଗାମୀ ୫ ବର୍ଷରେ ୨ କୋଟି ପର୍ୟ୍ୟନ୍ତ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। କୃଷି ଏବଂ କୃଷକଙ୍କ ବିକାଶକୁ ପ୍ରାଧାନ୍ୟ ଦେଇ ଆରମ୍ଭ ହେବ ‘ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା’। ଦେଶର ମୋଟ ୧୦୦ଟି ଖାଇବା ତେଲରେ ଭାରତକୁ ଆତ୍ମନିର୍ଭର କରିବା ନିମନ୍ତେ ଆରମ୍ଭ ହେବ ୬ ବର୍ଷିଆ ସ୍ଵତନ୍ତ୍ର ଯୋଜନା।
ଦେଶରେ ଏମଏସଏମଇ ବିକାଶର ଦ୍ବିତୀୟ ଇଞ୍ଜିନ ହୋଇଛି ଓ ୭.୫ କୋଟି ଏମଏସଏମଇ କର୍ମଚାରୀଙ୍କ ଉପରେ ଫୋକସ୍ କରାଯାଇଛି। ଏହି କ୍ଷେତ୍ର ପାଇଁ ଅଧିକ ଋଣ ମଞ୍ଜୁରୀ କରାଯିବ। ଯାହାଦ୍ବାରା ଯୁବବର୍ଗ ଅଧିକ ନିଯୁକ୍ତି ପାଇବେ।

  • Related Posts

    Breastfeeding brings the child closer to the mother’s heart : Dy CM Smt. Pravati Parida

    Bhubaneswar: The State-Level celebration of World Breastfeeding Week 2025 was held today at the Lok Seva Bhawan Convention Centre in Bhubaneswar, under the leadership of the Department of Women and…

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ଭୁବନେଶ୍ୱର: ଜାତୀୟ ହସ୍ତତନ୍ତ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ଜନତା ମୈଦାନ ଠାରେ ଆୟୋଜିତ ହସ୍ତତନ୍ତ ମେଳା “ଏକତା” କୁ ଉଦ୍ଘାଟନ କରି କହିଛନ୍ତି ଯେ ଆମ ହସ୍ତତନ୍ତ ହେଉଛି ଓଡ଼ିଆ ଅସ୍ମିତାର ଏକ…

    Leave a Reply

    Your email address will not be published. Required fields are marked *

    You Missed

    Breastfeeding brings the child closer to the mother’s heart : Dy CM Smt. Pravati Parida

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ