ବିଜେଡ଼ିର ବିଭିନ୍ନ ଛାମୁହା ସଂଗଠନରେ ଆବାହକ ନିଯୁକ୍ତ

ଭୁବନେଶ୍ବର: ବିଜେଡ଼ି ବିଭିନ୍ନ ଛାମୁହା ସଂଗଠନରେ ଆବାହକ ନିଯୁକ୍ତ କରିଛି। ନିଯୁକ୍ତି ଦେଇଛନ୍ତି ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ। ବରିଷ୍ଠ ବିଧାୟକ ପ୍ରସନ୍ନ ଆଚାର୍ୟ୍ୟଙ୍କୁ ବିଜୁ କୃଷକ ଜନତା ଦଳର ଆବାକ ଦାୟିତ୍ବ ପ୍ରଦାନ କରାଯାଇଛି। ସେିହପରି-

ବରିଷ୍ଠ ନାଗରିକ ସେଲ୍ ଦାୟିତ୍ବ- ସାଂସଦ ଦେବାଶିଷ ସାମନ୍ତରାୟ

ଆଇଟି ଓ ସୋସିଆଲ ମିଡିଆ ଦାୟିତ୍ବ- ଅମର ପଟ୍ଟନାୟକ

ବିଜେଡି ଆଞ୍ଚଳିକ ଉନ୍ନୟନ ସେଲ୍‌ ଦାୟିତ୍ବ- ଅନଙ୍ଗ ଉଦୟ ସିଂଦେଓ

ବିଜେଡି କୋପରେଟିଭ୍‌ ସେଲ୍‌ ଦାୟିତ୍ବ- ରଣେନ୍ଦ୍ର ପ୍ରତାପ ସ୍ବାଇଁ

ବିଜେଡ଼ି ଓବିସି ସେଲ୍ ଦାୟିତ୍ବ- ବିଧାୟକ ଅରୁଣ ସାହୁ

ବିଜେଡ଼ି ଶିକ୍ଷା ଓ ଶିକ୍ଷକ ସେଲ୍ ଦାୟିତ୍ବ- ବଦ୍ରି ନାରାୟଣ ପାତ୍ର

ମତ୍ସ୍ୟଜୀବୀ ସେଲ- ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ

ଅନୁସୂଚିତ ଜନଜାତି ସେଲ୍- ମଙ୍ଗଳା କିଷନ

ଏସି ସେଲ୍- ମହେଶ ସାହୁ

  • Related Posts

    ଆଜିଠୁ ପାଳନ ହେବ ସେବା ସଂକଳ୍ପ ସପ୍ତାହ

    ଆଜିଠୁ ପାଳନ ହେବ ସେବା ସଂକଳ୍ପ ସପ୍ତାହ। ସରକାର ମୁଖ୍ୟ ଭାବେ ନିରବଚ୍ଛିନ୍ନ ୨୫ ବର୍ଷର ନେତୃତ୍ବ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇ ଏକ ସଂକଳ୍ପ ପାରିତ ହୋଇଛି। ଆଜିଠୁ ସାରା ଦେଶରେ ସେବା…

    Continue reading
    ସାମିଲ ହେବେ ଯୁବ ଓ କଟିଥିବା ଭୋଟର;୨୬ରୁ ଘରକୁ ଘର ବୁଲି ସର୍ଭେ

    ଭୁବନେଶ୍ୱର : ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍‌) ପ୍ରକ୍ରିୟାରେ ବାଦ୍ ପଡ଼ିଥିବା ଓ ଯୁବ ଭୋଟର୍‌ଙ୍କୁ ଭୋଟର୍‌ ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ବୁଧବାର ଠାରୁ ୯ ତାରିଖ ପର୍ଯ୍ୟନ୍ତ ତିନିଦିନିଆ ରାଜ୍ୟବ୍ୟାପୀ ସ୍ବତନ୍ତ୍ର ଅଭିଯାନ ଅନୁ‌ଷ୍ଠିତ ହେବ। ଭୋଟର ତାଲିକାକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ