ବିଜେଡି ଲୋକଙ୍କ ହୃଦୟରେ ରହିଛି:ନବୀନ

ଭୁବନେଶ୍ୱର: ଆମ ସରକାରଙ୍କ ଯୋଜନା ଅନ୍ୟମାନଙ୍କ ପାଇଁ ମଡେଲ ହୋଇଛି । ଭାରତ ସରକାର ଆମର ଅନେକ ଯୋଜନା ଗ୍ରହଣ କରିଛନ୍ତି । ଭୋଟ୍ ବ୍ୟାଙ୍କ ସୃଷ୍ଟି କରିବା କେବେ ଆମର ଲକ୍ଷ୍ୟ ନଥିଲା । ବିଜେପି ସରକାର ଲୋକଙ୍କ ସମସ୍ୟାକୁ ଅଣଦେଖା କରୁଛି । ବିଜେଡି ଓଡ଼ିଶାର ଏକ ନମ୍ବର ଦଳ । ଗତ ନିର୍ବାଚନରେ ଆମେ ଅଧିକ ଭୋଟ୍ ପାଇଛୁ । ବିଜେଡି ଲୋକଙ୍କ ହୃଦୟରେ ରହିଛି ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ  କହିଛନ୍ତି ।
ବିଜେଡ଼ିର ସଭ୍ୟ ସଂଗ୍ରହ ଅଭିଯାନ ସମ୍ପର୍କରେ କହିଛନ୍ତି, ଆନନ୍ଦର କଥା ଅକ୍ଟୋବରରୁ ଆରମ୍ଭ ହୋଇଥିବା ମେମ୍ବରସିପ୍ ଡ୍ରାଇଭ ଭଲରେ ଚାଲିଛି । ବହୁତ ଲୋକ ବିଜେଡିରେ ସାମିଲ ହେଉଛନ୍ତି । ସମସ୍ତଙ୍କୁ ମୁଁ ଦଳକୁ ସ୍ୱାଗତ କରୁଛି । ଯୁବ ଛାତ୍ରମାନେ ମୋ ଦଳର ଭବିଷ୍ୟତ । ଆପଣମାନେ ସୋସିଆଲ ମିଡ଼ିଆରେ ଆକ୍ଟିଭ ରୁହନ୍ତୁ । ବିରୋଧୀଙ୍କ ଅପପ୍ରଚାରର କଡା ଜବାବ ଦିଅନ୍ତୁ ।

  • Related Posts

     ଆସନ୍ତା କାଲି ଦେଶର ୭୫୦ ଜିଲ୍ଲା ମୁଖ୍ୟାଳୟରେ ‘‘ବିକଶିତ ଭାରତ ସଂକଳ୍ପ ସଭା’’ଅନୁଷ୍ଠିତ ହେବ

    ଭାରତର ଗଣତାନ୍ତ୍ରିକ ଇତିହାସରେ ଏକ ଅତ୍ୟନ୍ତ ଗୌରବମୟ ଦିନ: ଶ୍ରୀ ମନମୋହନ ସାମଲ ଭୂବନେଶ୍ୱର, ତା.୦୬/୧୦: ସରକାରଙ୍କ ମୁଖ୍ୟ ଭାବରେ ନିରବଚ୍ଛିନ୍ନ ୨୫ ବର୍ଷର ଗୌରବମୟ ନେତୃତ୍ୱ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟ୍ ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ…

    Continue reading
    ଅସ୍ତିତ୍ୱ ହରାଇ ବିଜେଡି ଏବେ ‘ନିର୍ମୂଳୀ ଲତା’ସଦୃଶ

     ଇଣ୍ଡି ମେଂଟ ଓ କଂଗ୍ରେସର ନୈତିକତାର ବଡ଼ ବଡ଼ କଥା କେବଳ ରାଜନୈତିକ ଡ୍ରାମାବାଜି  ବିଜେଡି ଓ ‘ଇଣ୍ଡି’ ମେଂଟର ମଧୁଚନ୍ଦ୍ରିକା ବହୁ ପୁରୁଣା  ନିଜ ରାଜନୈତିକ ସ୍ୱାର୍ଥ ପାଇଁ ଏବେ ବିଭିନ୍ନ ସାହାରା ଖୋଜୁଛି ବିଜୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ