ବିଜେପି ଅଫିସରେ ସୌଭିକ ବିଶ୍ୱାଳ

ଭୁବନେଶ୍ୱର: ରାଜନୀତିରେ ହଟଚମଟ । କାରଣ ବିଜେପି ପାର୍ଟି ଅଫିସରେ ନିଲମ୍ବିତ ବିଜେଡି ବିଧାୟକ । ସେ ହେଉଛନ୍ତି ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ । ତେବେ ଶ୍ରୀ ବିଶ୍ୱାଳ ବିଜେପିରେ ମିଶିପାରନ୍ତି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି ।

  • Related Posts

    ବିଜେପି ବିଧାୟକଙ୍କ ଦୋଷକୁ ରାଜ୍ୟ ସରକାର ଘଣ୍ଟ ଘୋଡାଉଛନ୍ତି: ବିଜେଡି

    ଭୁବନେଶ୍ୱର: କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ଦ୍ୱାରା ଦୁର୍ବ୍ୟବହାର ଅଭିଯୋଗ ଆଣି ରେଭେନ୍ସା ବିଶ୍ୱ ବିଦ୍ୟାଳୟରେ ସମୂହ ଇସ୍ତଫା ଦେଇଥିବା ତିରିଶ ଜଣ ୱାର୍ଡେନ ଓ ଡେପୁଟି “ୱାର୍ଡେନଙ୍କ ସ୍ଥାନରେ ନୂତନ ଚିପ୍ ୱାଡେନ, ୱାର୍ଡେନ ଓ ଡେପୁଟି ୱାର୍ଡେନ…

    Continue reading
    ୨୦ ବିଜେପି ସାଂସଦ ଚୁପ୍ ରହି ଓଡ଼ିଶାର ସ୍ୱାର୍ଥକୁ ବିକ୍ରି କରିଦେଲେ:ବିଜେଡି

    ଭୁବନେଶ୍ବର: ଲୋକସଭାରେ ଏମଏମଡିଆର ଆଇନ ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଫଳରେ ସର୍ବାଧିକ କ୍ଷତିଗ୍ରସ୍ତ ହେବ ଓଡିଶା । ଓଡ଼ିଶାର ଖଣି ରାଜସ୍ୱ ଦିଲ୍ଲୀ ଚାଲିଯିବ । ବାର୍ଷିକ ୧୨ ହଜାର କୋଟି ଟଙ୍କାର ରାଜସ୍ୱ କ୍ଷତି ସହିବ ଓଡ଼ିଶା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ