ବିଦ୍ୟୁତ ସଂସ୍ପର୍ଶରେ ଆସି ଶାଳକ-ଭିଣୋଇଙ୍କ ମୃତ୍ୟୁ

କଳାହାଣ୍ଡି: ଚାଷ ଜମିରେ ପାଣି ମଡାଉଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଚାଷୀଙ୍କ ମୃତ୍ୟୁ ହୋଇଛି l ମୃତ ଦୁଇ ଚାଷୀ ହେଲେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ବଡ଼ ପୋଡ଼ାଗୁଡା ଗାଁର ଚାଷି ଧନୁର୍ଯ୍ୟ ମଶ୍ରା ଓ କଛାର ପଡା ଗ୍ରାମର ଅନିରୁଦ୍ଧ ନାଏକ l ସେମାନେ ସମ୍ପର୍କରେ ଶାଳକ ଓ ଭିଣୋଇ ହେବେ ବୋଲି ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, ଗୁରୁବାର ସକାଳେ ଦୁଇ ଜଣ ଚାଷୀ ମୁଣ୍ଡୁରା ନଦୀ କୂଳରେ ଥିବା ଚାଷ ଜମିକୁ ମୋଟର ସାହାଯ୍ୟରେ ପାଣି ମଡାଉଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା l ଘଟଣା ପରେ ପରିବାର ଲୋକେ ଉଦ୍ଧାର କରି ସ୍ଥାନୀୟ ଆମପାଣି ପୋଲିସକୁ ସୂଚନା ଦେଇଥିଲେ l ଖବର ପାଇ ଆମପାଣି ପୋଲିସ ପହଞ୍ଚି ପାରିପାର୍ଶ୍ବିକ ଅବସ୍ଥା ଅନୁଧ୍ୟାନ ସହ ଶବ ଜବତ କରିଛି ଓ ଘଟଣାର ତଦନ୍ତ ଜାରି ରଖିଛି l ଦୁଇ ଚାଷୀଙ୍କ ଦୁଃଖଦ ମୃତ୍ୟୁ ପରେ ପରିବାର ଲୋକେ କ୍ଷତିପୂରଣ ଦାବି କରିଛନ୍ତି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ