ବିଧାନସଭା ଜଗିବେ ୭୦ପ୍ଲାଟୁନ ପୋଲିସ ଫୋର୍ସ

ଭୁବନେଶ୍ୱର: ବିଧାନସଭାର ଦିନିକିଆ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏ ନେଇ ବିଧାନସଭା ଜଗିବେ ୭୦ପ୍ଲାଟୁନ ପୋଲିସ ଫୋର୍ସ। ତ୍ରିସ୍ତରୀୟ ବଳୟରେ ରହିବ ବିଧାନସଭା। ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ। STU, ଡଗ ସ୍କ୍ବାଡ, ବମ ସ୍କ୍ବାଡ ସହ ଅଗ୍ନିଶମ ବିଭାଗକୁ ମଧ୍ୟ ଦାୟିତ୍ୱ ଦିଆଯାଇଛି। ଲୋୟର ପିଏମ୍‌ଜିରେ ୧୪୪ ଧାରା ଜାରି କରାଯିବ ବୋଲି ସୂଚନା ମିଳିଛି।

ମହିଳା ସଂରକ୍ଷଣ ବିଲ୍ ସଂପର୍କରେ ଆଲୋଚନା ପାଇଁ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ବସିବ। ଆସନ୍ତା ୩୦ ତାରିଖରେ ବିଧାନସଭାର ଦିନିକିଆ ସ୍ୱତନ୍ତ୍ର ଅଧିବେଶନ ହେବ । ଦିନ ୧୧ଟାରୁ ସ୍ୱତନ୍ତ୍ର ଅଧିବେଶନ ବସିବ । ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଥିଲା। ଭାରତର ଗଣତନ୍ତ୍ରରେ ମହିଳାମାନଙ୍କ ଯୋଗଦାନ ଉପରେ ଆଲୋଚନା ହେବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି।

  • Related Posts

    ନୂଆ ଓଡ଼ିଶାର ସ୍ଵପ୍ନ ଦେଖିବା ଜରୁରୀ: ମୁଖ୍ୟ ସଚିବ

    ଭୁବନେଶ୍ବର: ଡିଜିଟାଲ ଯୁଗରେ ରାଜସ୍ୱ ପ୍ରଶାସନର ବଦଳୁଛି ଭୂମିକା । ଭୂ-ପରିଚାଳନା କ୍ଷେତ୍ରରେ ଦୁର୍ନୀତିମୁକ୍ତ ଓ ସ୍ୱଚ୍ଛ ଶାସନ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି । ତେଣୁ ନୂଆ କରି ପ୍ରଶାସନିକ ସେବାରେ ଯୋଗ ଦେଉଥିବା ଅଧିକାରୀ ନୂଆ ଓଡ଼ିଶାର ସ୍ଵପ୍ନ…

    Continue reading
    କାଳବୈଶାଖୀ, ମେ’ ୯ ଯାଏଁ ସତର୍କତା ଜାରି

    ଭୁବନେଶ୍ବର: ଅପରାହ୍ନ ବେଳକୁ ରାଜ୍ୟରେ ତାଣ୍ଡବ ରଚୁଛି କାଳବୈଶାଖୀ । ବର୍ଷା ଛେଚିବା ସହ ପ୍ରବଳ ବଜ୍ରପାତ ସାଙ୍ଗକୁ ଝଡ଼ି ପବନ ମାଡ଼ି ଆସୁଛି । ମେ’ ୯ ତାରିଖ ଯାଏଁ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା